Jan 17, 2018
Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଅର୍ଥନୀତି

ମୁଖ୍ୟ ଖବର

    କମିଲା ପେଟ୍ରୋଲ ଓ ଡିଜେଲ ଦର

    Date: Oct 4, 2017    Views: 52


    ନୂଆଦିଲ୍ଲୀ: ପେଟ୍ରୋଲ ଦର ବୁଧବାର ଲିଟର ପ୍ରତି ୨.୫୦ଟଙ୍କା କମିଥିବା ବେଳେ, ଡିଜେଲ ଲିଟର ପ୍ରତି ୨.୨୫ଟଙ୍କା ଶସ୍ତା ହୋଇଛି । ପେଟ୍ରୋଲ ଓ ଡିଜେଲ ଉପରେ ମଙ୍ଗଳବାର ଲିଟର ପ୍ରତି ୨ଟଙ୍କା ବେସିକ୍ ଉତ୍ପାଦନ ଶୁଲ୍କ କମିଛି । ଉତ୍ପାଦନ ଶୁକ୍ଲ ହ୍ରାସର ପ୍ରଭାବରେ ପେଟ୍ରୋଲ ଓ ଡିଜେଲ ପୂର୍ବ ତୁଳନାରେ ଶସ୍ତା ହୋଇଛି । ଗତ ଜୁନ ୧୬ରେ ପେଟ୍ରୋଲ ଓ ଡିଜେଲ ଦର ପ୍ରତିଦିନ ପରିବର୍ତ୍ତନ ହେଉଛି ।

    Maximum 500 characters

    ଅର୍ଥନୀତି View all

    Find Us on Facebook