Nov 20, 2017
Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ବିଧାନସଭା ଖବର

ମୁଖ୍ୟ ଖବର

ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

Date: Oct 9, 2017    Views: 93


ଭୁବନେଶ୍ୱର: ଆଜି ଉକ୍ରଳମଣୀ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀଫ ସେ ୧୮୭୭ ମସିହା ଅକ୍ଟୋବର ୯ ତାରିଖରେ ପୁରୀ ଜିଲା ସୁଅଳଣ୍ଡ ଗାଁରେ ଜନ୍ମ ଗ୍ରହଣ କରିଥିଲେ । ଆଜି ବିଧାନସଭା ପରିସରରେ ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି ।  ଏହା ସହ  ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହ ତାଙ୍କ ସ୍ମୃତି·ରଣ କରାଯାଇଥିଲା ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ପ୍ରଦୀପ ଅମାତଙ୍କ ସମେତ ବହୁ ମନ୍ତ୍ରୀ ଓ ଅଧିକାରୀ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।


    

Maximum 500 characters