Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଗୁରୁବାର ଠାରୁ ରାଜ୍ୟରେ ଚାଲିବ ଘରୋଇ ବସ

ବରଗଡ଼: ମେଳଛାମୁଣ୍ଡା ଥାନା ସୁକଲତରମା ଜଙ୍ଗଲରେ ମାଓବାଦୀ- ଡିଭିଏଫ ଗୁଳି ବିନିମୟ

ଶିକ୍ଷକଙ୍କୁ ଆକ୍ରମଣ କଲେ ବରଦାସ୍ତ କରାଯିବନି: ମନ୍ତ୍ରୀ

ଗୁରୁବାର କଂଗ୍ରେସର ‘ସ୍ପିକ ଅଫ ଇଣ୍ଡିଆ’

ଭଦ୍ରକ: ବିଦୁ୍ୟତ ତାର ସଂସ୍ପର୍ଶରେ ୫ ବର୍ଷର ଶିଶୁ କନ୍ୟା ମୃତ

ପୁରୀ: ଦଇତାପତିଙ୍କ ହେଲା କରୋନା ଟେଷ୍ଟ

ଅଭିନେତା ବିଜୟ ମହାନ୍ତି ଅସୁସ୍ଥ, ଆଇସିୟୁରେ ଭର୍ତ୍ତି

ଆଜି ୧୦ ଜିଲ୍ଲାରୁ ୭୬ କରୋନା ପଜିଟିଭ ଚିହ୍ନଟ

banner

ତାଜା ଖବର

ମୁଖ୍ୟ ଖବର

    ବିଷ ପିଇଲେ ଚାଷୀ

    Share on :
    ajab-Image
    Date: Oct 30, 2017    Views: 256


    ବରଗଡ: ବରଗଡରେ ପୁଣି ·ଷୀ ଆତ୍ମହତ୍ୟା ଅଭିଯୋଗ  । ସଦର ବ୍ଲକ ତୁରାଗାଁର ଅକ୍ଷୟ ଧରେଇ କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି  ।ଋଣ ନେଇ ·ଷ କରିଥିବା ଅକ୍ଷୟଙ୍କ ଫସଲରେ ପୋକ ଲାଗିଯିବାରୁ ଫସଲ ନଷ୍ଟ ହୋଇଯାଇଛି  । ଋଣ ସୁଝିବା ଚିନ୍ତାରେ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି  । ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ତାଙ୍କ ମୃତ୍ୟୁ ହୋଇଛି  । ଟାଉନ ଥାନା ପୁଲିସ ଘଟଣାର ତଦନ୍ତ କରୁଛି  ।

    Maximum 500 characters

    ତାଜା ଖବର View all

    Find Us on Facebook