Nov 23, 2017
Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

ଦକ୍ଷିଣ ଓଡ଼ିଶାରେ ଆଜି ଠାରୁ ବର୍ଷିବ

Date: Nov 13, 2017    Views: 20

ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠୁ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ୧୫ ଓ ୧୬ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହା ପ୍ରଭାବରେ ଗଞ୍ଜାମ, କଟକ, ଖୋର୍ଦ୍ଧା, ପୁରୀ  ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଅନୁଗୋଳ, ମୟୁରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୭ ତାରିଖରୁ ବର୍ଷାର ପରିମାଣ ଧୀରେ ଧୀରେ କମିବ ।

 


    

Maximum 500 characters