Jun 23, 2018
Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଜୟରାମ ଠାକୁର ହିମାଚଳ ମୁଖ୍ୟମନ୍ତ୍ରୀ

    Share on :
    Date: Dec 25, 2017    Views: 173


    ନୂଆଦିଲ୍ଲୀ: ହିମାଚଳ ପ୍ରଦେଶର ବରିଷ୍ଠ ବିଜେପି ନେତା ତଥା ୫ଥର ବିଧାୟକ ନିର୍ବାଚିତ ଜୟରାମ ଠାକୁର ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଆସନ୍ତା ୨୭ ତାରିଖରେ ଏକ ବର୍ଣ୍ଣାଢ଼୍ୟ ପରିବେଶରେ ସେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି । ବିଧାୟକ ଦଳ ବୈଠକ ବସି ତାଙ୍କୁ ନେତା ନିର୍ବାଚିତ କରିବା ପରେ ହିମାଚଳ ପ୍ରଦେଶରେ ମୁଖ୍ୟମନ୍ତ୍ରୀ ହେବା ନେଇ ଯେଉଁ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା ତାହାର ଅବସାନ ଘଟିଛି । ଠାକୁର ତାଙ୍କୁ ସମର୍ଥନ କରିଥିବା ବିଧାୟକମାନଙ୍କ ପ୍ରତି କୃତଜ୍ଞତା ଜଣାଇବା ସହିତ ରାଜ୍ୟବାସୀ ବିଜେପି ଉପରେ ଆସ୍ଥା ପ୍ରକଟ କରିଥିବାରୁ ସେମାନଙ୍କ ଆଶାନୁରୂପେ କାର୍ଯ୍ୟ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । 

    Maximum 500 characters

    ଦେଶ ବିଦେଶ View all

    Find Us on Facebook