Jul 22, 2018
Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    କାଳବୈଶାଖୀ : ୧୪ ଜିଲ୍ଲା ପାଇଁ ସତର୍କ ସୂଚନା

    Share on :
    Date: Apr 9, 2018    Views: 1723

    ଭୁବନେଶ୍ୱର : ରାଜ୍ୟର ୧୪ ଜିଲ୍ଲାରେ ଆଜି କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ  । ରାତି ୭ଟା ପର୍ଯ୍ୟନ୍ତ ଏହାର ପ୍ରଭାବ ଦେଖିବାକୁ ମିଳିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି  । କାଳବୈଶାଖୀ ପ୍ରଭାବରେ ବର୍ଷା ହେବା ସହ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି  ।

    ପାଣିପାଗ ବିଭାଗ ପକ୍ଷରୁ ଜାରି ସୂଚନା ଅନୁଯାୟୀ, ଆଜି ସଂଧ୍ୟା ୭ଟା ମଧ୍ୟରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଭଦ୍ରକ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, ଜଗତସିଂହପୁର, ଯାଜପୁର, କଟକ, କୋରାପୁଟ, ଖୋର୍ଦ୍ଧା ଓ ଢେ଼ଙ୍କାନାଳ ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି  ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook