Jul 19, 2018
Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ୫ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

    Share on :
    Date: Apr 10, 2018    Views: 725

    ଭୁବନେଶ୍ୱର : ଆଜି ୫ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି  । ଏହାର ପ୍ରଭାବରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ବର୍ଷା ହେବାର ଆଶଙ୍କା ରହିଛି  । ପାଣିପାଗ ବିଭାଗ ପକ୍ଷରୁ ଏଭଳି ପୂର୍ବାନୁମାନ କରାଯାଇଥିବାବେଳେ ୫ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି  । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ କାଳବୈଶାଖୀ ହେବାର ଥିବାବେଳେ ରାତି ୭ଟା ପର୍ଯ୍ୟନ୍ତ ସତର୍କ ରହିବାକୁ କୁହାଯାଇଛି  ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook