Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଆଂଚଳିକ

ମୁଖ୍ୟ ଖବର

    ୯ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

    Share on :
    Date: Apr 30, 2018    Views: 873

    ଭୁବନେଶ୍ୱର : ରାଜ୍ୟର ୯ ଜିଲ୍ଲାରେ ଆଜି କାଳବୈଶାଖୀ ସମ୍ଭାବନା ରହିଛି  । ପାଣିପାଗ ବିଭାଗ ପକ୍ଷରୁ ଏଭଳି ଆକଳନ କରାଯିବା ସହ ସତର୍କ କରି ଦିଆଯାଇଛି  । କାଳବୈଶାଖୀର ପ୍ରଭାବରେ ୪୦ରୁ ୫୦ କିଲୋମିଟର ବେଗରେ ବତାସ ବହିବା ସହ ବର୍ଷା ମଧ୍ୟ ହେବ  । ରାୟଗଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, ବରଗଡ଼, ସମ୍ବଲପୁର, କୋରାପୁଟ, ନୟାଗଡ଼, ଭଦ୍ରକ ଓ ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି  ।

    Maximum 500 characters

    ଆଂଚଳିକ View all

    Find Us on Facebook