Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ୧୨ ଜିଲ୍ଲାକୁ ସତର୍କ ସୂଚନା

    Share on :
    Date: Jun 7, 2018    Views: 591

    ଭୁବନେଶ୍ୱର: ରାଜ୍ୟର ୧୨ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହାର ପ୍ରଭାବରେ ବର୍ଷା ସାଙ୍ଗକୁ ବଜ୍ରପାତ ହେବ । ଏଥିସହିତ  ୫୦ରୁ ୬୦ କିମି ବେଗରେ ପବନ ବହିବା ଆଶଙ୍କା କରାଯାଉଛି । ଏହି ୧୨ଟି ଜିଲ୍ଲା ହେଲା ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଭଦ୍ରକ, ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା,ଦେବଗଡ଼ ।

    Read more

    ୧୩ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

    ଭୁବନେଶ୍ୱର : ବାଲାଂଦେଶ ଓ  ଏହାର ପାଶ୍ୱର୍ବର୍ତୀ ଅଂଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୬ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରିରହିବ  । ୫ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ...

    Read more

    ୧୪ ଜିଲ୍ଲାକୁ ସତର୍କ ସୂଚନା

    ଭୁବନେଶ୍ୱର : ରାଜ୍ୟର ୧୪ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହାର ପ୍ରଭାବରେ ବଜ୍ରପାତ ହେବା ସହ ୫୦ରୁ ୬୦ କିମି ବେଗରେ ପବନ ବହିବା ଆଶଙ୍କା କରାଯାଉଛି । ଏହି ୧୪ଟି ଜିଲ୍ଲା ହେଲା କନ୍ଧମାଳ, ...

    Read more

    ୧୩ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

    ଭୁବନେଶ୍ୱର : ୧୩ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଛି  । ଏହାର ପ୍ରଭାବରେ ଝଡ଼ ତୋଫାନ ସହ ବର୍ଷାର ସମ୍ଭାବନା ରହିଛି  । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ...

    Maximum 500 characters

    ରାଜ୍ୟ ଖବର View all

    Find Us on Facebook