Jun 21, 2018
Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ୮ ଜିଲ୍ଲା ପାଇଁ ସତର୍କ ସୂଚନା

    Share on :
    Date: Jun 12, 2018    Views: 1753

    ଭୁବନେଶ୍ୱର (ଓଡିଆ ସ୍ପଟ ନୁ୍ୟଜ) : ପାଣିପାଗ ବିଭାଗ ପକ୍ଷରୁ ୮ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି  । ଅପରାହ୍ନ ସାଢେ଼ ୧ଟା ମଧ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି  । ଗଞ୍ଜାମ, ଖୋର୍ଦ୍ଧା, କଟକ, ରାୟଗଡ଼ା, ସମ୍ବଲପୁର, ଝାରସୁଗୁଡ଼ା, କୋରାପୁଟ ଓ ମାଲକାନାଗିରି ପାଇଁ ସତର୍କ ସୂଚନା ଜାରି ହୋଇଛି  ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook