Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଆଂଚଳିକ

ମୁଖ୍ୟ ଖବର

    ଯାଜପୁର ଜିଲ୍ଳାପାଳଙ୍କୁ ହୃଦଘାତ

    Share on :
    Date: Jul 10, 2018    Views: 469

    ଯାଜପୁର : ଯାଜପୁର ଜିଲ୍ଲାପାଳ ରଂଜନ ଦାସଙ୍କୁ ହୃଦଘାତ ହୋଇଛି  । ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି  ।
    ଆଜି ଶ୍ରୀ ଦାସ ସରକାରୀ ବୈଠକରେ ଯୋଗଦେଇଥିବାବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ  । ତାଙ୍କୁ ପ୍ରଥମେ ଯାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା  । ସେଠାରେ ତାଙ୍କର ପ୍ରାଥମିକ ଚିକିତ୍ସା ପରେ ୧୦୮ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି  ।

    Maximum 500 characters

    ଆଂଚଳିକ View all

    Find Us on Facebook