Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଆଂଚଳିକ

ମୁଖ୍ୟ ଖବର

    ଆହୁରି ୨୪ ଘଣ୍ଟା ବର୍ଷିବ

    Share on :
    Date: Aug 7, 2018    Views: 149

    ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆହୁରି ୨୪ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ହେବ । ଉତ୍ତର ଓ ଅଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଏହା ସହ କିଛି ସ୍ଥାନରେ ଝଡ଼ତୋଫାନ ନେଇ ବି ଆଶଙ୍କା ରହିଛି । ୧୦ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର । ସେଗୁଡ଼ିକ ହେଲା ବୌଦ୍ଧ, ସୋନପୁର, ସମ୍ବଲପୁର, ଢେଙ୍କାନାଳ, ଅନୁଗୁଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ କଟକ ।

    Read more

    ୧୩ରୁ ୧୫ ବର୍ଷା

    ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଇବା ସହ ଗରମ ଅନୁଭୂତ ହେଉଛି ।  ତେବେ ଆସନ୍ତାକାଲି ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏହାଛଡ଼ା ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ...

    Read more

    ପୁଣି ଫେରିବ କାଳବୈଶାଖୀ ବର୍ଷା

    ଭୁବନେଶ୍ୱର: ପୁଣି ଫେରିବ କାଳବୈଶାଖୀ ବର୍ଷା । ଆସନ୍ତା ୪ ଓ ୫ ତାରିଖରେ ଉତ୍ତର ଓଡ଼ିଶା ସମେତ ଉପକୂଳ ଓ କେନ୍ଦ୍ରୀୟ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ । କେତେକ ସ୍ଥାନରେ ବଜ୍ରପାତର ବି ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ...

    Read more

    କାଳବୈଶାଖୀ ବର୍ଷା, ବାଲେଶ୍ୱରରେ କାଚୁଛି

    ଭୁବନେଶ୍ୱର: ମାଡ଼ି ଆସୁଛି କାଳବୈଶାଖୀ ବର୍ଷା ।  ୪ ଦିନ  ଯାଏଁ ଡରାଇବ ଏହି କାଳବୈଶାଖୀ ବର୍ଷା ।  ଅର୍ଦ୍ଧାଧିକ ଜିଲ୍ଲାରେ ବର୍ଷା ଆଶଙ୍କା ଥିବାବେଳେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷୁଛି । ଆଜି ସକାଳୁ ଠାରୁ  ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ...

    Maximum 500 characters

    ଆଂଚଳିକ View all

    Find Us on Facebook