Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅନିୟମିତତାର ତଦନ୍ତ ନିଦେ୍ର୍ଧଶ ଦେଲେ ରାଜ୍ୟପାଳ

    Share on :
    Date: Aug 9, 2018    Views: 219

    ଭୁବନେଶ୍ୱର: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ଅଭିଯୋଗ ପ୍ରସଙ୍ଗରେ ତଦନ୍ତ ନିଦେ୍ର୍ଧଶ ଦେଇଛନ୍ତି ରାଜ୍ୟପାଳ ଗଣେଶୀ ଲାଲ । ଘଟଣାର ତଦନ୍ତ ପାଇଁ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ନିଦେ୍ର୍ଧଶ ଦିଆଯାଇଛି । ବିଶ୍ୱବିଦ୍ୟାଳୟରେ ହୋଇଥିବା ବିଭିନ୍ନ ଅନିୟମିତତା ତଦନ୍ତ ପାଇଁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ସଚିବଙ୍କୁ ନିଦେ୍ର୍ଧଶ ଦିଆଯାଇଛି । ଏଥିସହ  ତଦନ୍ତର ୬୦ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ମଧ୍ୟ ନିଦେ୍ର୍ଧଶ ଦିଆଯାଇଛି । 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook