Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ୧୨ରେ ଶପଥ ନେବେ ହାଇକୋର୍ଟ ମୁଖ୍ୟ ବିଚାରପତି

    Share on :
    Date: Aug 10, 2018    Views: 199

    କଟକ: ଓଡ଼ିଶା ହାଇକୋର୍ଟର ୩୦ତମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ କଳ୍ପେଶ ସତ୍ୟେନ୍ଦ୍ର ଜାଭେରି ଆସନ୍ତା ୧୨ ତାରିଖ ଅପରାହ୍ନ ୪ଟାରେ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି । ଏନେଇ ହାଇକୋର୍ଟଙ୍କ ରେଜିଷ୍ଟ୍ରାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ନୂତନ ମୁଖ୍ୟ ବିଚାରପତି ଜାଭେରିଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook