Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ଡିସେମ୍ବର ସୁଦ୍ଧା ସହରାଂଚଳରେ ସମସ୍ତଙ୍କୁ ମିଳିବ ପାଇପ ପାଣି

    Share on :
    Date: Aug 25, 2018    Views: 223

    ଭୁବନେଶ୍ବର : ଚଳିତ ବର୍ଷ ଡିସେମ୍ବର ସୁଦ୍ଧା ସହରାଂଚଳର ସମସ୍ତଙ୍କୁ ପାଇପ ପାଣି ଯୋଗାଣର ଲକ୍ଷ୍ୟ ପୂରଣ ହେବ। ସେହିପରି ଗ୍ରାମାଞ୍ଚଳରେ ମଧ୍ୟ ନିର୍ଦ୍ଧାରିତ ଲକ୍ଷ୍ୟ ପୂରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଗ୍ରାମାଞ୍ଚଳରେ ପାନୀୟ ଜଳ ଭିତ୍ତିଭୂମି ନିର୍ମାଣ ପାଇଁ ବର୍ଷକୁ ଅତିକମରେ ୩ ହଜାର କୋଟି ବିନିଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook