Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଖେଳ ଖବର

ମୁଖ୍ୟ ଖବର

    ୨ ଓଡ଼ିଆ ହକି ତାରକାଙ୍କୁ ୫୦ ଲକ୍ଷ

    Share on :
    Date: Sep 3, 2018    Views: 177

    ଭୁବନେଶ୍ୱର: ଇଣ୍ଡୋନେସିଆର ଜାକର୍ତ୍ତାରେ ଠାରେ ଅନୁଷ୍ଠିତ ଏସୀୟ କ୍ରୀଡ଼ା ପ୍ରତିଯୋଗିରେ ବ୍ରୋଞ୍ଜ ଜିତିଥିବା ପୁରୁଷ ହକି ଦଳରେ ସାମିଲ ୨ ଜଣ ଓଡ଼ିଆ ଖେଳାଳିଙ୍କ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ରାଶି ଘୋଷଣା କରିଛନ୍ତି । ଏସୀୟ କ୍ରୀଡ଼ା ପ୍ରତିଯୋଗିରେ ବ୍ରୋଞ୍ଜ ଜିତିଥିବା ପୁରୁଷ ହକି ଦଳକୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହ ୨ ଜଣ ଓଡ଼ିଆ ଖେଳାଳି ଅମିତ ରୋହିଦାସ ଓ ବିରେନ୍ଦ୍ର ଲାକ୍ରାଙ୍କ ପାଇଁ  ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । 

    Maximum 500 characters

    ଖେଳ ଖବର View all

    Find Us on Facebook