Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଆଂଚଳିକ

ମୁଖ୍ୟ ଖବର

    ୧୨ ଜିଲ୍ଲାକୁ ସତର୍କ ସୂଚନା

    Share on :
    Date: Sep 10, 2018    Views: 83

    ଭୁବନେଶ୍ୱର: ୧୨ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, ଜଗତସିଂହପୁର, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ  । ଏହି ସବୁ ଜିଲ୍ଲାଗୁଡ଼ିକରେ ଅପରାହ୍ନ ୫ଟାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । 

    Maximum 500 characters

    ଆଂଚଳିକ View all

    Find Us on Facebook