Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଆଂଚଳିକ

ମୁଖ୍ୟ ଖବର

    ସାପକାମୁଡ଼ାରେ ସରପଞ୍ଚ ମୃତ

    Share on :
    Date: Sep 10, 2018    Views: 137

    ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ କ୍ଷେତ୍ରପାଳ ପଞ୍ଚାୟତର ସରପଞ୍ଚ ମନ୍ଦାକିନୀ ପରିଡ଼ାଙ୍କ ସାପ କାମୁଡ଼ାରେ ମୃତୁ୍ୟ ଘଟିଛି । ସେ ଆଜି ଭୋରରୁ ଉଠିବା ପରେ ତାଙ୍କୁ ଏକ ବିଷଧର ସାପ କାମୁଡ଼ି ଦେଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ତେବେ  ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା  । ହେଲେ ସେଠାରେ ତାଙ୍କର ମୃତୁ୍ୟ ହୋଇଛି । 

    Maximum 500 characters

    ଆଂଚଳିକ View all

    Find Us on Facebook