Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଆଂଚଳିକ

ମୁଖ୍ୟ ଖବର

    ଅଙ୍ଗନୱାଡ଼ି ଦିଦିଙ୍କୁ ଗଣଦୁଷ୍କର୍ମ

    Share on :
    Date: Sep 11, 2018    Views: 93

    ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଗଁଦିଆ ଥାନା ଅଞ୍ଚଳରେ ଜଣେ ଅଙ୍ଗନୱାଡ଼ି ଦିଦିଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ତେବେ ପୁଲିସ ଏହି ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରିଛି । ଅଙ୍ଗନୱାଡ଼ି ଦିଦି ଜଣକଙ୍କ ଗତକାଲି ସନ୍ଧ୍ୟା ପ୍ରାୟ ୫.୩୦ବେଳେ ଯୋରନ୍ଦାରେ ଏକ ବୈଠକ ସାରି ତାଙ୍କ ଭାଇଙ୍କ ସହ ଗାଁକୁ ଫେରୁଥିଲେ । ଏହି ସମୟରେ ୩ ଜଣ ଯୁବକ ସେମାନଙ୍କୁ ଅଟକାଇ ତାଙ୍କ ଭାଇଙ୍କୁ ମାଡ଼ ମାରି ଅଙ୍ଗନୱାଡ଼ି ଦିଦିଙ୍କୁ ଉଠାଇନେଇଥିଲେ ।  ପରେ ସେମାନେ ତାଙ୍କୁ ଦୁଷ୍କର୍ମ କରି ରାସ୍ତାରେ ଫୋପାଡ଼ି ଦେଇ ପଳାଇଥିଲେ । ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ । 

    Maximum 500 characters

    ଆଂଚଳିକ View all

    Find Us on Facebook