Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଏନକାଉଣ୍ଟର: ୨ ଆତଙ୍କବାଦୀ ନିହତ

    Share on :
    Date: Sep 13, 2018    Views: 87

    ଶ୍ରୀନଗର: ଜମ୍ମୁ ଓ କାଶ୍ମୀରର ବାରମୁଲା ଜିଲ୍ଲାର  ସୋପାରରେ ଗୁରୁବାର ଭୋର ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସୋପାର ଅଞ୍ଚଳରେ ଥିବା ଏକ ଜଙ୍ଗଲରେ ଆତଙ୍କବାଦୀମାନେ ଲୁଚି ରହିଥିବା ସମ୍ପର୍କରେ ସୂଚନା ମିଳିବା ପରେ ସୁରକ୍ଷା ବାହିନୀର ଯବାନମାନେ ଏନକାଉଣ୍ଟର କରିଥିଲେ । ଯେଉଁଥିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିଲେ । ବର୍ତ୍ତମାନ ସୁଦ୍ଧା ବି ଏନକାଉଣ୍ଟର ଜାରି ରହିଥିବାବେଳେ ଉକ୍ତ ଅଞ୍ଚଳରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି ବୋଲି ଜଣେ ବରିଷ୍ଠ ଅଧିକାରୀ ଜାତୀୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । 

    Maximum 500 characters

    ଦେଶ ବିଦେଶ View all

    Find Us on Facebook