Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    କେଉଁଠି ପହଁଚିଲାଣି ‘ତିତଲି’

    Share on :
    Date: Oct 10, 2018    Views: 1861

    ଭୁବନେଶ୍ୱର : ଓଡ଼ିଶା ଉପକୂଳ ଆଡ଼କୁ ପାଖେଇ ଆସିଲାଣି ତିତଲି  । ତିତଲି ଏବେ ଗୋପାଳପୁର ଠାରୁ ଦକ୍ଷିଣ ଦକ୍ଷିଣ ପୂର୍ବ ଦିଗର ୨୮୦ କିଲୋମିଟର ଦୂର ଓ କଳିଙ୍ଗପାଟନମ ଠାରୁ ଦକ୍ଷିଣ ପୂର୍ବ ଦିଗର ୨୩୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି  । ଉତର- ଉତରପଶ୍ଚିମ ଦିଗ ଦେଇ ତିତଲି ଓଡ଼ିଶା ଅତିକ୍ରମ କରିବ  । ବୁଧବାର ସାଢେ଼ ୧୧ଟାରୁ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହୋଇଥିବା ତିତଲିର ପ୍ରଭାବ ଗୁରୁବାର ଦିନ ସାଢେ଼ ୧୧ଟା ପର୍ଯ୍ୟନ୍ତ ରହିବ  । ପରେ ଧିରେଧିରେ ‘ତିତଲି’ର ପ୍ରଭାବ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି  । ଓଡ଼ିଶା ଉପରେ ତିତଲି ବହୁତ ପ୍ରଭାବ ପକାଇବ  । ସେଥିପାଇଁ ଓଡ଼ିଶା ନିମନ୍ତେ ପାଣିପାଗ ବିଭାଗ ପକ୍ଷରୁ ରେଡ଼ ମେସେଜ ଜାରି କରାଯାଇଛି  । ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଅଧିକ ପ୍ରଭାବିତ ହେବବୋଲି ଆକଳନ କରାଯାଉଛି  ।

    Read more

    ତିତଲି କ୍ଷତି : ଓଡ଼ିଶାକୁ ଅତିରିକ୍ତ ୧୦୨୩ କୋଟି ମଂଜୁର କଲେ କେନ୍ଦ୍ର ସରକାର

    ଭୁବନେଶ୍ୱର : ତତଲି କ୍ଷତିପୂରଣ ବାବଦରେ ଓଡ଼ିଶାକୁ ଆଉ ୧୦୨୩ କୋଟି ୫୯ ଲକ୍ଷ ଟଙ୍କା ମିଳିବ  । ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ ଏହି ସହାୟତା ପ୍ରଦାନ କରାଯିବ  । ସ୍ୱରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ...

    Read more

    ‘ତିତଲି’ କ୍ଷୟକ୍ଷତି ଅନୁଧ୍ୟାନ କରିବେ କେନ୍ଦ୍ରୀୟ ଟିମ୍

    ଭୁବନେଶ୍ୱର : କେନ୍ଦ୍ରୀୟ ଟିମ୍ ତିତଲି କ୍ଷୟକ୍ଷତିର ଅନୁଧ୍ୟାନ କରିବେ  । ଗୁରୁବାର କେନ୍ଦ୍ରୀୟ ଟିମ୍ ଗଞ୍ଜାମ ଓ ଗଜପତି ବୁଲିବା ପରେ ସଚିବାଳୟରେ ମଧ୍ୟ ଆଲୋଚନା କରିବେ  । କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏସ କେ ଶଶୀଙ୍କ ନେତୃତ୍ୱରେ ଶକ୍ତି ...

    Read more

    ତିତଲୀ: ଆସନ୍ତା ସପ୍ତାହରେ ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ

    ଭୁବନେଶ୍ୱର: ତିତଲି ସମୀକ୍ଷା ନେଇ ଆସନ୍ତା ସପ୍ତାହରେ ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ । ତିତଲି ସମୀକ୍ଷା ବୈଠକ ପରେ ଏସଆରସି ବିଷ୍ଣୁପଦ ସେଠୀ ଏହା କହିଛନ୍ତି । ତିତଲି ପ୍ରଭାବିତ ଜିଲ୍ଲା ଗଞ୍ଜାମ ଜିଲ୍ଲା ପାଇଁ ୫୦ କୋଟି  ଓ ଗଜପତି ପାଇଁ ୧୪ କୋଟି ଦିଆଯାଇଥିବା ସେ ...

    Maximum 500 characters

    ଅଧିକ ମତାମତ

    ତିତଲି ସମ୍ଵନ୍ଧରେ ଜରୁରୀ ସୁଚନା ।

    Prafulla chandra Nath

    Oct 10, 2018

    ତାଜା ଖବର View all

    Find Us on Facebook