Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ୨ ଦିନ ପ୍ରବଳ ବର୍ଷିବ

    Share on :
    Date: Oct 11, 2018    Views: 275

    ଭୁବନେଶ୍ୱର: ବାତ୍ୟା ‘ତିତିଲି’ ପ୍ରଭାବରେ ଗୁରୁବାର ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନରେ କୁହାଯାଇଛି । ଏଥିରେ କୁହାଯାଇଛି ଯେ, ଗୁରୁବାର ଠାରୁ ଶୁକ୍ରବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ ।

    ଅଳ୍ପ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ଅତି ପ୍ରବଳ ବର୍ଷା ହେବ । ସେମିତି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ  ଅତି ପ୍ରବଳ ବର୍ଷା ହେବ । 

    ସେହିଭଳି ଆସନ୍ତାକାଲି ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବ । ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି । ଏହି ସମୟରେ ସମୁଦ୍ରକୁ ମାଛ ମାରିବାକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ କୁହାଯାଇଛି । 

    Read more

    ୧୩ରୁ ୧୫ ବର୍ଷା

    ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଇବା ସହ ଗରମ ଅନୁଭୂତ ହେଉଛି ।  ତେବେ ଆସନ୍ତାକାଲି ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏହାଛଡ଼ା ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ...

    Read more

    ପୁଣି ଫେରିବ କାଳବୈଶାଖୀ ବର୍ଷା

    ଭୁବନେଶ୍ୱର: ପୁଣି ଫେରିବ କାଳବୈଶାଖୀ ବର୍ଷା । ଆସନ୍ତା ୪ ଓ ୫ ତାରିଖରେ ଉତ୍ତର ଓଡ଼ିଶା ସମେତ ଉପକୂଳ ଓ କେନ୍ଦ୍ରୀୟ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ । କେତେକ ସ୍ଥାନରେ ବଜ୍ରପାତର ବି ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ...

    Read more

    କାଳବୈଶାଖୀ ବର୍ଷା, ବାଲେଶ୍ୱରରେ କାଚୁଛି

    ଭୁବନେଶ୍ୱର: ମାଡ଼ି ଆସୁଛି କାଳବୈଶାଖୀ ବର୍ଷା ।  ୪ ଦିନ  ଯାଏଁ ଡରାଇବ ଏହି କାଳବୈଶାଖୀ ବର୍ଷା ।  ଅର୍ଦ୍ଧାଧିକ ଜିଲ୍ଲାରେ ବର୍ଷା ଆଶଙ୍କା ଥିବାବେଳେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷୁଛି । ଆଜି ସକାଳୁ ଠାରୁ  ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ...

    Maximum 500 characters

    ରାଜ୍ୟ ଖବର View all

    Find Us on Facebook