Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ‘ତିତଲି’ ନେଲା ୮ ଜୀବନ

    Share on :
    Date: Oct 11, 2018    Views: 1163

    ହାଇଦ୍ରାବାଦ : ତିତଲି ପାଇଁ ଆନ୍ଧ୍ର ପ୍ରଦେଶରେ ୮ ଜଣଙ୍କର ମୃତୁ୍ୟ ହୋଇଛି  । ବିଜୟନଗରମ ଓ ଶ୍ରୀକାକୁଲମ ଜିଲ୍ଲାରେ ବହୁ କ୍ଷୟକ୍ଷତି ହେବା ସହ ଜୀବନ ହାନି ଘଟିଛି  । ସେହିପରି ଉପକୂଳ ଅଂଚଳରେ ଝଡ଼ବତାସ ଯୋଗୁଁ ଅନେକ ଗଛ ଉପୁଡ଼ି ରାସ୍ତା ଉପରେ ପଡ଼ିରହିଛି  । କେତେକ ସ୍ଥାନରେ ରାସ୍ତା ମଧ୍ୟ କ୍ଷତିଗ୍ରସ୍ତ ହୋଇଛି  । ଫଳରେ ଏହି ଦୁଇ ଜିଲ୍ଲାର କେତେକ ଗାଁ ବାହ୍ୟ ଜଗତ ଠାରୁ ବିଚ୍ଛିନ୍ନ ହୋଇଯାଇଛି  ।  ଅପରପକ୍ଷରେ ପରିବହନ ବିଭାଗ ପକ୍ଷରୁ ବସ ଚଳାଚଳ ମଧ୍ୟ ବାତିଲ କରି ଦିଆଯାଇଛି  । ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁ ଟେଲି କନଫେରେନ୍ସ ଜରିଆରେ ସ୍ଥିତର ସମୀକ୍ଷା କରୁଥିବା ଜାଣିବାକୁ ମିଳିଛି  । 

    Read more

    ତିତଲି କ୍ଷତି : ଓଡ଼ିଶାକୁ ଅତିରିକ୍ତ ୧୦୨୩ କୋଟି ମଂଜୁର କଲେ କେନ୍ଦ୍ର ସରକାର

    ଭୁବନେଶ୍ୱର : ତତଲି କ୍ଷତିପୂରଣ ବାବଦରେ ଓଡ଼ିଶାକୁ ଆଉ ୧୦୨୩ କୋଟି ୫୯ ଲକ୍ଷ ଟଙ୍କା ମିଳିବ  । ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ ଏହି ସହାୟତା ପ୍ରଦାନ କରାଯିବ  । ସ୍ୱରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ...

    Read more

    ‘ତିତଲି’ କ୍ଷୟକ୍ଷତି ଅନୁଧ୍ୟାନ କରିବେ କେନ୍ଦ୍ରୀୟ ଟିମ୍

    ଭୁବନେଶ୍ୱର : କେନ୍ଦ୍ରୀୟ ଟିମ୍ ତିତଲି କ୍ଷୟକ୍ଷତିର ଅନୁଧ୍ୟାନ କରିବେ  । ଗୁରୁବାର କେନ୍ଦ୍ରୀୟ ଟିମ୍ ଗଞ୍ଜାମ ଓ ଗଜପତି ବୁଲିବା ପରେ ସଚିବାଳୟରେ ମଧ୍ୟ ଆଲୋଚନା କରିବେ  । କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏସ କେ ଶଶୀଙ୍କ ନେତୃତ୍ୱରେ ଶକ୍ତି ...

    Read more

    ତିତଲୀ: ଆସନ୍ତା ସପ୍ତାହରେ ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ

    ଭୁବନେଶ୍ୱର: ତିତଲି ସମୀକ୍ଷା ନେଇ ଆସନ୍ତା ସପ୍ତାହରେ ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ । ତିତଲି ସମୀକ୍ଷା ବୈଠକ ପରେ ଏସଆରସି ବିଷ୍ଣୁପଦ ସେଠୀ ଏହା କହିଛନ୍ତି । ତିତଲି ପ୍ରଭାବିତ ଜିଲ୍ଲା ଗଞ୍ଜାମ ଜିଲ୍ଲା ପାଇଁ ୫୦ କୋଟି  ଓ ଗଜପତି ପାଇଁ ୧୪ କୋଟି ଦିଆଯାଇଥିବା ସେ ...

    Maximum 500 characters

    ତାଜା ଖବର View all

    Find Us on Facebook