Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଆଂଚଳିକ

ମୁଖ୍ୟ ଖବର

    ବ୍ୟବସାୟୀଙ୍କୁ ହାତୁଡ଼ିରେ ଛେଚି ହତ୍ୟା

    Share on :
    Date: Nov 6, 2018    Views: 75

    ଭଞ୍ଜନଗର: ଜଣେ ବ୍ୟବସାୟୀଙ୍କୁ ହାତୁଡ଼ିରେ ଛେଚି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକ ଜଣକ ହେଉଛନ୍ତି ଇଟାମାଟି ଚମ୍ପେତପୁର ଗ୍ରାମର ଜଣେ ବ୍ୟବସାୟୀ । ଜଗନ୍ନାଥପ୍ରସାଦ ଥାନା ଲୁଣିଢିପି ଗ୍ରାମ ନିକଟ କାଜୁ ଜଙ୍ଗଲରୁ ତାଙ୍କର ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଠାବ କରାଯାଇଛି । ଯୁବକଙ୍କୁ ହାତୁଡ଼ିରେ ଦୁର୍ବୃତ୍ତମାନେ ଛେଚି ହତ୍ୟା କରିଥିବା ସନେ୍ଦହ କରାଯାଇଛି ।

    ତାଙ୍କର ମୁହଁ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ପୁଲିସ ଘଟଣାସ୍ଥଳରୁ ବାଇକ ଓ ହାତୁଡ଼ି  ଜବତ କରିଛି ।  ପୁଲିସ ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । 

    Read more

    ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

    ଗଞ୍ଜାମ: ଗଞ୍ଜାମ ପୋଲସରା ଥାନା ଅନ୍ତର୍ଗତ ଇଚ୍ଛାପୁର ଗାଁରେ ଜଣେ ଯୁବକଙ୍କୁ ଅତି ନିର୍ମମଭାବେ ହତ୍ୟା କରାଯାଇଛି । ମୃତକ ଜଣକ ହେଲେ ପାଣ୍ଡିରିପଡ଼ା ପୂର୍ବତନ ସରପଞ୍ଚ ଦଣ୍ଡପାଣି ନାୟକଙ୍କ ପୁଅ ସୁଶାନ୍ତ ନାୟକ । ପୂର୍ବ ଶତ୍ରୁତାରୁ ତାଙ୍କୁ ହତ୍ୟା କରାଯାଇଥିବା ...

    Read more

    ମହିଳାଙ୍କୁ ପୋଡ଼ି ହତ୍ୟା ଅଭିଯୋଗ

    କେନ୍ଦୁଝର: ମହୁଲଡିହା ଥାନା ଅନ୍ତର୍ଗତ କୋଇଲିପାଳ ଗାଁରେ ଜଣେ ମହିଳାଙ୍କୁ ପୋଡ଼ି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ତାଙ୍କ ସ୍ବାମୀ କିରୋସିନି ଢାଳି ପୋଡି ହତ୍ୟା କରିଥିବା ମହିଳାଙ୍କ ବାପଘର ଲୋକେ ଅଭିଯୋଗ କରିଛନ୍ତି । ପୁଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି । ...

    Read more

    ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ସମର୍ପଣ

    କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ପାଟକୁରା ଅଞ୍ଚଳରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀକୁ ହତ୍ୟା କରି ଜଣେ ସ୍ୱାମୀ ଆତ୍ମ ସମର୍ପଣ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପାଟକୁରା ଅଞ୍ଚଳର ଜଣେ ବ୍ୟକ୍ତି ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ନିଜ ...

    Maximum 500 characters

    ଆଂଚଳିକ View all

    Find Us on Facebook