Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଆଂଚଳିକ

ମୁଖ୍ୟ ଖବର

    ଯାଜପୁର ମୁଖ୍ୟ ଡାକ୍ତରଖାନାରେ ଅଗ୍ନିକାଣ୍ଡ

    Share on :
    Date: Nov 7, 2018    Views: 89

    ଯାଜପୁର: ଯାଜପୁର ମୁଖ୍ୟ ଡାକ୍ତରଖାନାରେ ମଙ୍ଗଳବାର ବିମମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି । ବିଦୁ୍ୟତ ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ।

    ତେବେ ଏହି ଅଗ୍ନିକାଣ୍ଡରେ କେହି ଆହତ ହୋଇନଥିବା ଜଣାଯାଇଛି । ବିଳମ୍ବିତ ରାତିରେ ପୁରୁଣା କୋଠାରେ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା ।

    ଏନେଇ ଅଗ୍ନିଶମ ବାହିନୀକୁ ଖବର ଦେବା ପରେ ସ୍ଥାନୀୟ ମେଡିକାଲ କର୍ମଚାରୀ ଓ ଅଗ୍ନିଶମ ବାହିନୀର ମିଳିତ ଉଦ୍ୟମ କ୍ରମେ ନିଆଁକୁ  ଆୟତ୍ତ କରାଯାଇଥିଲା । ଏନେଇ ଡାକ୍ତରଖାନା କର୍ତ୍ତୃପକ୍ଷ ତଦନ୍ତ ନିଦେ୍ର୍ଧଶ ଦେଇଛନ୍ତି । 

    Maximum 500 characters

    ଆଂଚଳିକ View all

    Find Us on Facebook