Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଆଂଚଳିକ

ମୁଖ୍ୟ ଖବର

    ସରପଞ୍ଚଙ୍କ ସ୍ୱାମୀଙ୍କୁ ହତ୍ୟା କଲେ ନକ୍ସଲ

    Share on :
    Date: Nov 8, 2018    Views: 73

    ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ନକ୍ସଲମାନେ ଜଣେ ସରପଞ୍ଚଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ନକ୍ସଲମାନେ ତାଙ୍କୁ ଘରୁ ଡାକି ନେଇ ଗୁଳି କରି ହତ୍ୟା କରିଛନ୍ତି । ମୃତକ ଜଣକ ହେଲେ କଲମ ଦୁରୁଆ । ପୁଲିସ ଇନଫର୍ମର ସନେ୍ଦହରେ ତାଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି ।

    ନଭେମ୍ବର ୧୨ ତାରିଖ ଛତିଶଗଡ଼ର ମାଓ ପ୍ରବଣ ୧୨ଟି ନିର୍ବାଚନମଣ୍ଡଳୀରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏହା ପୂର୍ବରୁ ଲାଲ ବାହିନୀ ଏଭଳି ଆମାନୁଷ୍ଠିକ କାଣ୍ଡ ଘଟଣାଇଛନ୍ତି । 

    Maximum 500 characters

    ଆଂଚଳିକ View all

    Find Us on Facebook