Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

ବାଇକ ଦୁର୍ଘଟଣାଗ୍ରସ୍ତ, ୨ ମୃତ

୭ ଲକ୍ଷ ଟଙ୍କାର ଧାନ ପାଉଁଶ

ବିଜେଡି ଓ ବିଜେପି ବିରୋଧରେ ବର୍ଷିଲେ ଶରତ

ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର

ଲିଙ୍ଗରାଜଙ୍କ ଚତୁଃପାଶ୍ୱର୍ରୁ ଉଚ୍ଛେଦ ଜାରି ରହିବ: ବିଏମସି କମିଶନର

ରଣଜୀ ଟ୍ରଫି, ଓଡ଼ିଶାର ଇନିଂସ ବିଜୟ

ରାଜ୍ୟସଭାରେ ଆଗତ ହେଲା ନାଗରିକତା ବିଲ

ଭଉଣୀ ଗାଳି ଦେଲା ବୋଲି ନିଜ ଦେହରେ ନିଅାଁ ଲଗାଇ ଦେଲା ନବମ ଶ୍ରେଣୀର ଛାତ୍ର

ଟଙ୍କା ପାଇଁ ହାଣିଲେ, ବାଇକ ଲୁଟିନେଲେ

ଉଠା ଦୋକାନୀଙ୍କ ତାଲିକା ମିଳିବା ପରେ ଥଇଥାନ ବ୍ୟବସ୍ଥା କରାଯିବ : ମନ୍ତ୍ରୀ

banner

ଦେଶ ବିଦେଶ

ମୁଖ୍ୟ ଖବର

    ୬ ଆତଙ୍କବାଦୀ ନିହତ

    Share on :
    ajab-Image
    Date: Nov 23, 2018    Views: 259

    ଶ୍ରୀନଗର: ଜାମ୍ମୁ-କାଶ୍ମୀରରେ ଶୁକ୍ରବାର ସକାଳୁ ସୁରକ୍ଷା କର୍ମୀଙ୍କ ଗୁଳିରେ ୬ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଜାମ୍ମୁ-କାଶ୍ମୀରର ରାଜଧାନୀ ଶ୍ରୀନଗର ଠାରୁ ୫୦ କିମି ଦୂର ଅନନ୍ତନାଗ ଜିଲ୍ଲା ସେକିପୋରା ଠାରେ କିଛି ଆତଙ୍କବାଦୀ ଲୁଚି ଥିବା ଖବର ପାଇ ସୁରକ୍ଷାକର୍ମୀମାନେ ତଲାସୀ ଆରମ୍ଭ କରିଥିଲେ ।

    ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷା କର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ । ତେବେ ସୁରକ୍ଷା କର୍ମୀଙ୍କ ପାଲଟା ଗୁଳି ମାଡ଼ରେ ୬ ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାଯାଇଛି । ସେମାନଙ୍କ ଠାରୁ ଇନସାସ ରାଇଫଲ ସମେତ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ଓ ବିପୁଳ ପରିମାଣର ଗୋଳାବାରୁଦ ଜବତ କରାଯାଇଛି । 

    Maximum 500 characters

    ଦେଶ ବିଦେଶ View all

    Find Us on Facebook