ଅଭିଜିତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର: ଓଡ଼ିଶାର କଳା ସଂସ୍କୃତି ଓ ଐତିହ୍ୟକୁ ନେଇ ଅରୁଚିକର ମନ୍ତବ୍ୟ ଦେବା ଅଭିଯୋଗରେ ଜେଲରେ ଥିବା ଅଭିଜିତ ଆୟାରଙ୍କୁ ବୁଧବାର ହାଇକୋର୍ଟରୁ ଜାମିନ ମିଳିଛି । ସହିଦ ନଗର ଓ କୋଣାର୍କ ଥାନାରେ ରୁଜୁ ମାମଲାରେ ତାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି । ତେବେ ...