Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ପୁଣି ଓଡ଼ିଶା ଆସୁଛନ୍ତି ମୋଦି

    Share on :
    Date: Dec 6, 2018    Views: 279

    ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଓଡ଼ିଶା ଆସୁଛନ୍ତି । ଡିସେମ୍ବର ୨୪ ତାରିଖରେ ମୋଦି ଖୋର୍ଦ୍ଧା ଆସିବାର କାର୍ଯ୍ୟକ୍ରମ ରହିଛି ।

    ନିଶ୍ଚିନ୍ତକୋଇଲିରେ ଅନୁଷ୍ଠିତ ଜନ ସମ୍ପର୍କ ପଦଯାତ୍ରାରେ ଏହି ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂହ ।

     

    Maximum 500 characters

    ତାଜା ଖବର View all

    Find Us on Facebook