ଭିନ୍ନକ୍ଷମଙ୍କ ସଂରକ୍ଷଣ ୪ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର : ବର୍ତ୍ତମାନ ରାଜ୍ୟରେ ସରକାରୀ ନିଯୁକ୍ତି କ୍ଷେତ୍ରରେ ଭିନ୍ନକ୍ଷମମାନଙ୍କ ପାଇଁ ୩ ପ୍ରତିଶତ ସଂରକ୍ଷଣ ରହିଛି  । ଏହାକୁ ୪ ପ୍ରତିଶତକୁ ବୃଦ୍ଧି କରିବା ପାଇଁ ରାଜ୍ୟସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି  । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏ ...