Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ରାଷ୍ଟ୍ରପତିଙ୍କୁ ସ୍କାରକ ପତ୍ର ଦେଲେ ନବୀନ ପଟ୍ଟନାୟକ

    Share on :
    Date: Jan 8, 2019    Views: 57

    ଭୁବନେଶ୍ୱର : କୃଷକ ଅଧିକାର ସମାବେଶ ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି ବିଜେଡ଼ି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାରକପତ୍ର ପ୍ରଦାନ କରିଛନ୍ତି  । ସ୍ୱାମୀନାଥନ କମିଟିଙ୍କ ସୁପାରିଶ ଲାଗୁ ଓ ଏମଏସପି ବୃଦ୍ଧି ଦାବି ନେଇ ସ୍ମାରକପତ୍ର ପ୍ରଦାନ କରାଯାଇଛି  ।

    ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ପ୍ରତାପ ଜେନା, ବିଜେଡ଼ି ସାଂସଦ ସର୍ବଶ୍ରୀ ଭର୍ତୃହରି ମହତାବ, ପ୍ରସନ୍ନ ଆଚାର୍ଯ୍ୟ, ତଥାଗତ ଶତପଥୀ, ରବୀନ୍ଦ୍ର ଜେନା, କେ ଭାସ୍କର ରାଓ, ବିଧାୟକ ସର୍ବଶ୍ରୀ ସଂଜୟ କୁମାର ଦାସବର୍ମା, ଡକ୍ଟର ଅରୁଣ ସାହୁ, ଦେବୀ ପ୍ରସାଦ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ  ।

    Read more

    ସହିଦଙ୍କ ପରିବାରକୁ ୨୫ ଲକ୍ଷ

    ଭୁବନେଶ୍ୱର: ଜାମ୍ମୁ କାଶ୍ମୀର ଅନନ୍ତନାଗରେ ସହିଦ ହୋଇଥିବା ଓଡ଼ିଆ ଯବାନ  ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ଅନ୍ତର୍ଗତ ବଡ଼ସୁଆଁଳ ଗ୍ରାମର ଅଜିତ ସାହୁଙ୍କ ପରିବାରକୁ ଅନୁକମ୍ପା ସହାୟତା ରାଶି ଘୋଷଣା କରାଯାଇଛି ।  ସହିଦଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ...

    Read more

    ଦିଲ୍ଲୀ ଗଲେ ନବୀନ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ନୂଆଦିଲ୍ଲୀ ଠାରେ ଅନୁଷ୍ଠିତ ହେବାକୁ ଥିବା ସର୍ବଦଳୀୟ ବୈଠକରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଦିଲ୍ଲୀ ଯାଇଛନ୍ତି ।  ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ପ୍ରସଙ୍ଗରେ ଆଜି ...

    Read more

    ଏକ ରାଷ୍ଟ୍ର ଏକ ନିର୍ବାଚନ : ସର୍ବଦଳୀୟ ବୈଠକରେ ଯୋଗଦେବେ ନବୀନ

    ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି । ଲୋକସଭାରେ ପ୍ରତିନିଧିତ୍ୱ କରୁଥିବା ସବୁ ରାଜନୈତିକ ଦଳର ସଭାପତିଙ୍କ ବୈଠକରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ...

    Maximum 500 characters

    ରାଜନୀତି View all

    Find Us on Facebook