Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଆସନ୍ତା କାଲି ଠାରୁ ୩ ଦିନ ବ୍ୟାଙ୍କ ବନ୍ଦ

    Share on :
    Date: Jan 11, 2019    Views: 109

    ଭୁବନେଶ୍ୱର: ବ୍ୟାଙ୍କ ସହ ଜଡ଼ିତ ଯଦି କିଛି ଗୁରୁତ୍ୱପୂର୍ଣ୍ଣ କାମ ଆପଣଙ୍କର ରହିଛି, ତେବେ ଆଜି ହିଁ ଆପଣଙ୍କ କାମ ଶେଷ କରିଦିଅନ୍ତୁ । କାରଣ ଶନିବାର ଠାରୁ ୩ ଦିନ ଧରି ବ୍ୟାଙ୍କ ବନ୍ଦ ରହିବ ।
    ଜାନୁଆରୀ ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ବ୍ୟାଙ୍କ ବନ୍ଦ ରହିବ । ଜାନୁଆରୀ ୧୨ ତାରିଖ ମାସର ଦ୍ୱିତୀୟ ଶନିବାର ହୋଇଥିବା କାରଣରୁ ସମସ୍ତ ବ୍ୟାଙ୍କ ବନ୍ଦ ରହିବ । ସେହିପରି ଜାନୁଆରୀ ୧୩ ତାରିଖ ରବିବାର ଥିବାରୁ ସ୍ୱାଭାବିକଭାବେ ସାପ୍ତାହିକ ଛୁଟି ହେତୁ ବ୍ୟାଙ୍କ ବନ୍ଦ ରହିବ । ଏହା ପରେ ଜାନୁଆରୀ ୧୩ ତାରିଖ ଅର୍ଥାତ ସୋମବାର ମକର ସଂକ୍ରାନ୍ତି ଏବଂ ପୋଙ୍ଗଲ ପର୍ବ ପାଇଁ ସମସ୍ତ ବ୍ୟାଙ୍କ ସମଗ୍ର ଦେଶରେ ବନ୍ଦ ରହିବ । 

    Maximum 500 characters

    ଦେଶ ବିଦେଶ View all

    Find Us on Facebook