Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ହାଇକୋର୍ଟ ବେଞ୍ଚ ନେଇ ନବୀନଙ୍କ ଚିଠି

    Share on :
    Date: Jan 11, 2019    Views: 99

    ଭୁବନେଶ୍ୱର: ହାଇକୋର୍ଟ ବେଞ୍ଚସ୍ଥାପନ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ଆନେ୍ଦାଳନ ଚାଲୁଥିବାବେଳେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବେଞ୍ଚ ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ ଶୁକ୍ରବାର କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦଙ୍କୁ ଚିଠି ଲେଖିଛନ୍ତି । ହାଇକୋର୍ଟ ବେଞ୍ଚ ସ୍ଥାପନା ସମ୍ପର୍କରେ ତ୍ୱରିତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଉକ୍ତ ଚିଠିରେ କେନ୍ଦ୍ରମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି । ଏଥିସହ ବେଞ୍ଚ  ପାଇଁ ରାଜ୍ୟ ସରକାର ସମସ୍ତ ସହଯୋଗ କରିବେ  ବୋଲି ନବୀନ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି । 

    Read more

    ସହିଦଙ୍କ ପରିବାରକୁ ୨୫ ଲକ୍ଷ

    ଭୁବନେଶ୍ୱର: ଜାମ୍ମୁ କାଶ୍ମୀର ଅନନ୍ତନାଗରେ ସହିଦ ହୋଇଥିବା ଓଡ଼ିଆ ଯବାନ  ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ଅନ୍ତର୍ଗତ ବଡ଼ସୁଆଁଳ ଗ୍ରାମର ଅଜିତ ସାହୁଙ୍କ ପରିବାରକୁ ଅନୁକମ୍ପା ସହାୟତା ରାଶି ଘୋଷଣା କରାଯାଇଛି ।  ସହିଦଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ...

    Read more

    ଦିଲ୍ଲୀ ଗଲେ ନବୀନ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ନୂଆଦିଲ୍ଲୀ ଠାରେ ଅନୁଷ୍ଠିତ ହେବାକୁ ଥିବା ସର୍ବଦଳୀୟ ବୈଠକରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଦିଲ୍ଲୀ ଯାଇଛନ୍ତି ।  ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ପ୍ରସଙ୍ଗରେ ଆଜି ...

    Read more

    ଏକ ରାଷ୍ଟ୍ର ଏକ ନିର୍ବାଚନ : ସର୍ବଦଳୀୟ ବୈଠକରେ ଯୋଗଦେବେ ନବୀନ

    ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି । ଲୋକସଭାରେ ପ୍ରତିନିଧିତ୍ୱ କରୁଥିବା ସବୁ ରାଜନୈତିକ ଦଳର ସଭାପତିଙ୍କ ବୈଠକରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ...

    Maximum 500 characters

    ରାଜ୍ୟ ଖବର View all

    Find Us on Facebook