ରାଜସ୍ଥାନ: ବିଜେପିର ନିର୍ବାଚନୀ ଇସ୍ତାହାର ପ୍ରକାଶ

ନୂଆଦିଲ୍ଲୀ: ଆସନ୍ତା ଡିସେମ୍ବର ୭ ତାରିଖରେ ରାଜସ୍ଥାନରେ ସାଧାରଣ ନିର୍ବାଚନ ନିମନ୍ତେ ମତଦାନ ହେବାକୁ ଯାଉଛି । ଏହା ପୂର୍ବରୁ ମଙ୍ଗଳବାର ବିଜେପି ନିଜ ନିର୍ବାଚନୀ ଇସ୍ତାହାର ଜାରି କରିଛି । ଏହି ଅବସରରେ ବାଣିଜ୍ୟ ମନ୍ତ୍ରୀ ଅରୁଣ ଜେଟଲୀ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ...