Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଆନନ୍ଦପୁର: ଏନଏଚ ୨୦ର ବରପଦା ଛକରେ ଚାଉଳ ବୋଝେଇ ଟ୍ରକ ଧକ୍କାରେ ଅଜା ଓ ନାତି ମୃତ

ହବିଷ୍ୟାଳୀଙ୍କ ପାଇଁ କଟକଣା ଜାରି

ବାଲେଶ୍ୱରରେ ବିକାଶ ଦାୟିତ୍ୱ ମୁଁ ନିଜେ ବୁଝିବି:ନବୀନ

ପୋଲିସ ଗୁଳିରେ ପ୍ରାଣ ହରାଇଲା ନିସ୍ ଚର୍ଚ୍ଚ ଆତଙ୍କୀ

ପୁଲୱାମା ଆକ୍ରମଣରେ ପାକିସ୍ତାନର ସମ୍ପୃକ୍ତି ନେଇ ମନ୍ତ୍ରୀଙ୍କ ବଡ ଖୁଲାସା

୨ ତାରିଖରୁ ଖୋଲିବ ଏମ୍ସ ଓପିଡି

ଫ୍ରାନ୍ସ ଆକ୍ରମଣକୁ ନେଇ ମହାଥୀରଙ୍କ ବିବାଦୀୟ ବୟାନ

ଇଥାନଲର କ୍ରୟମୂଲ୍ୟ ବୃଦ୍ଧିକୁ ଧର୍ମେନ୍ଦ୍ରଙ୍କ ସ୍ୱାଗତ

banner

RURAL

ମୁଖ୍ୟ ଖବର

    ୨.୫ ଲକ୍ଷ ଝାମ୍ପିନେଲେ

    Share on :
    ajab-Image
    Date: Jul 15, 2019    Views: 401

    ପୁରୀ: ଆଜି ସ୍ୱଷ୍ଟ ଦିବାଲୋକରେ ଜଣେ କାର୍ୟ୍ୟ ନିର୍ବାହୀ ଅଧିକାରୀଙ୍କ ଠାରୁ ଅଢେଇ ଲକ୍ଷ ଟଙ୍କା ଝାମ୍ପି ନେଇ ଦୁଇ ଲୁଟେରା ଫେରାର ହୋଇଯାଇଛନ୍ତି ।  ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ତାଳଦା ପଞ୍ଚାୟତ ଶିଖରଘାଟ ନିକଟରେ ଜଣେ କାର୍ୟ୍ୟ ନିର୍ବାହୀ ଅଧିକାରୀଙ୍କ ଠାରୁ ଅଢେଇ ଲକ୍ଷ ଟଙ୍କା ଲୁଟ ହୋଇଥିବା ଅଭିଯୋଗ ଆସିଛି । ଭତ୍ତା ଟଙ୍କା ନେଇ କାର୍ୟ୍ୟ ନିର୍ବାହୀ ଅଧିକାରୀ ଜଣକ ଉକ୍ତ ରାସ୍ତାରେ ଯାଉଥିବା ବେଳେ ଦୁଇଜଣ ଦୁର୍ବୃତ୍ତ ଆସି ପହଂଚିଥିଲେ । ସେଠାରେ ତାଙ୍କୁ ମାରଣାସ୍ତ୍ର ଦେଖାଇ ସେଠାରୁ ଟଙ୍କା ବ୍ୟାଗ ଝାମ୍ପି ନେଇ ଲୁଟେରା ଫେରାର ହୋଇଯାଇଥିଲେ । ଏନେଇ କାର୍ୟ୍ୟ ନିର୍ବାହୀ ଅଧିକାରୀଜଣକ ନିକଟସ୍ଥ ଥାନାରେ ଲିଖିତ ଅଭିଯୋଗ କରିଥିଲେ ।  ପୋଲିସ ଏହି ଘଟଣାର ତଦନ୍ତ କରୁଛି । 

    Maximum 500 characters

    Find Us on Facebook