Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ପିଏସଏଲଭି-ସି୪୮ ଉତକ୍ଷେପଣ

ଡିଏଭି ଆଞ୍ଚଳିକ ନିଦେ୍ର୍ଧଶକଙ୍କୁ ଓଏସସିପିସିଆରଙ୍କ ନୋଟିସ

କେନ୍ଦ୍ରାପଡ଼ା: ଝାମ୍ପିଦେଲେ ୪ ଲକ୍ଷ

ଶିକ୍ଷାଦାନ ଏକ ମହାନ ବୃତ୍ତି : ମୁଖ୍ୟମନ୍ତ୍ରୀ

ଆଜି ଠାରୁ ହିଁ ଭଙ୍ଗା ହେବ ବିଧାୟକ କ୍ୱାର୍ଟର୍ସ, ସ୍ପଷ୍ଟ କଲେ ବାଚସ୍ପତି

ମୋବାଇଲରେ ଗପି ଶିକ୍ଷକ ନିଲମ୍ବିତ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

ବାଇକ ଦୁର୍ଘଟଣାଗ୍ରସ୍ତ, ୨ ମୃତ

୭ ଲକ୍ଷ ଟଙ୍କାର ଧାନ ପାଉଁଶ

ବିଜେଡି ଓ ବିଜେପି ବିରୋଧରେ ବର୍ଷିଲେ ଶରତ

ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର

ଲିଙ୍ଗରାଜଙ୍କ ଚତୁଃପାଶ୍ୱର୍ରୁ ଉଚ୍ଛେଦ ଜାରି ରହିବ: ବିଏମସି କମିଶନର

ରଣଜୀ ଟ୍ରଫି, ଓଡ଼ିଶାର ଇନିଂସ ବିଜୟ

ରାଜ୍ୟସଭାରେ ଆଗତ ହେଲା ନାଗରିକତା ବିଲ

banner

ରାଜନୀତି ତଡ଼କା

ମୁଖ୍ୟ ଖବର

    କଟକରେ ସର୍ବାଧିକ ଭିକାରି

    Share on :
    ajab-Image
    Date: Jul 27, 2019    Views: 163

    ଭୁବନେଶ୍ୱର: ରାଜ୍ୟରେ ସବୁଠାରୁ ଅଧିକ ଭିକାରି ଅଛନ୍ତି କଟକରେ । ଏହା କଥା ଆମେ କହୁନାହୁଁ । ଶନିବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ମନ୍ତ୍ରୀ  ଅଶୋକ ପଣ୍ଡା ।  ରାଜ୍ୟରେ ଭିକାରୀ ସଂଖ୍ୟା କେତେ ବୋଲି ପ୍ରଶ୍ନର ଉତ୍ତର ରଖି ଶ୍ରୀ ପଣ୍ଡା ଏହି ସୂଚନା ଦେଇଛନ୍ତି ।

    ତାଙ୍କ ସୂଚନା ଅନୁଯାୟୀ  ରାଜ୍ୟରେ ମୋଟ ୬୩୯୦ ଜଣ ଭିକାରି ଚିହ୍ନଟ ହୋଇଛନ୍ତି । ତେବେ କଟକ ଜିଲ୍ଲାରେ ସର୍ବାଧିକ ୧୦୬୦ ଜଣ ଭିକାରି ଅଛନ୍ତି ।  ତେବେ ଦ୍ୱିତୀୟ ତାଲିକାରେ ରହିଛି ବଲାଙ୍ଗିର । ବଲାଙ୍ଗିର ଜିଲ୍ଲାରେ ଦ୍ୱିତୀୟ ସର୍ବାଧିକ ୭୦୮ ଜଣ ଭିକାରି ଥିବା ଶ୍ରୀ ପଣ୍ଡା ସୂଚନା ଦେଇଛନ୍ତି । 

    ସେହିପରି ମୟୂରଭଞ୍ଜରେ ୪୮୫, ଗଞ୍ଜାମରେ ୪୫୮, ପୁରୀରେ ୧୨୦, ବୌଦ୍ଧରେ ୧୯, ମାଲକାନଗିରିରେ ୨୧ ଓ ଦେବଗଡ଼ରେ ସର୍ବନିମ୍ନ ୧୬ ଜଣ ଭିକାରି ଥିବା ମନ୍ତ୍ରୀ ଶ୍ରୀ ପଣ୍ଡା ସୂଚନା ଦେଇଛନ୍ତି । 

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook