Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଭଉଣୀ ଗାଳି ଦେଲା ବୋଲି ନିଜ ଦେହରେ ନିଅାଁ ଲଗାଇ ଦେଲା ନବମ ଶ୍ରେଣୀର ଛାତ୍ର

ଟଙ୍କା ପାଇଁ ହାଣିଲେ, ବାଇକ ଲୁଟିନେଲେ

ଉଠା ଦୋକାନୀଙ୍କ ତାଲିକା ମିଳିବା ପରେ ଥଇଥାନ ବ୍ୟବସ୍ଥା କରାଯିବ : ମନ୍ତ୍ରୀ

ବୋକୋରୋରେ ଦୁଇ ଯବାନ ସହିଦ, ଜଣେ ଆହତ

ଉତର ପୂର୍ବାଂଚଳରେ ୧୧ ଘଂଟିଆ ବନ୍ଦ ଡାକରା : ଦୋକାନ, କଲେଜ ସବୁ ବନ୍ଦ

ଗୁମ୍ଫା ଭିତରୁ ଯୁବକଙ୍କ ଶବ ଉଦ୍ଧାର

ଲିଙ୍ଗରାଜ ମନ୍ଦିର ସମ୍ମୁଖରେ ଉଚ୍ଛେଦକୁ ବିରୋଧ କଲେ ବ୍ୟବସାୟୀ ଓ ନେତା, ଦାବି : ‘ଆଗ ଥଇଥାନ, ପଛରେ ଉଚ୍ଛେଦ’

banner

ରାଜନୀତି ତଡ଼କା

ମୁଖ୍ୟ ଖବର

    ବର୍ଷିଲେ ନରସିଂହ

    Share on :
    ajab-Image
    Date: Jul 28, 2019    Views: 241

    ଭୁବନେଶ୍ୱର: ବର୍ଷିଛନ୍ତି ନରସିଂହ ମିଶ୍ର । ୨୦୧୮ ପାଇଁ ଗୃହ ବିଭାଗର ଶ୍ୱେତପତ୍ର ପ୍ରକାଶ ପରେ  କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ।  ଶ୍ୱେତପତ୍ରରେ ରାଜ୍ୟସରକାର ବହୁତ ତଥ୍ୟ ଲୁଚାଇଥିବା ଶ୍ରୀ ମିଶ୍ର ଅଭିଯୋଗ କରିଛନ୍ତି ।  ସରକାର କୌଣସି ତୁଳନାତ୍ମକ ତଥ୍ୟ ରଖିନଥିବା ଶ୍ରୀ ମିଶ୍ର ଅଭିଯୋଗ କରିଛନ୍ତି ।  ରାଜ୍ୟରେ ଦୁଷ୍କର୍ମ ବଢି ବଢି ଚାଲିଥିବାବେଳେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି ।  ଗୃହରେ ଖର୍ଚ୍ଚଦାବି ଆଲୋଚନା କାଳରେ କଂଗ୍ରେସ ପକ୍ଷରୁ ଏହି ପ୍ରସଙ୍ଗ ଉଠାଯିବ ବୋଲି ଶ୍ରୀ ମିଶ୍ର କହିଛନ୍ତି । 

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook