Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଆଜି ଠାରୁ ହିଁ ଭଙ୍ଗା ହେବ ବିଧାୟକ କ୍ୱାର୍ଟର୍ସ, ସ୍ପଷ୍ଟ କଲେ ବାଚସ୍ପତି

ମୋବାଇଲରେ ଗପି ଶିକ୍ଷକ ନିଲମ୍ବିତ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

ବାଇକ ଦୁର୍ଘଟଣାଗ୍ରସ୍ତ, ୨ ମୃତ

୭ ଲକ୍ଷ ଟଙ୍କାର ଧାନ ପାଉଁଶ

ବିଜେଡି ଓ ବିଜେପି ବିରୋଧରେ ବର୍ଷିଲେ ଶରତ

ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର

ଲିଙ୍ଗରାଜଙ୍କ ଚତୁଃପାଶ୍ୱର୍ରୁ ଉଚ୍ଛେଦ ଜାରି ରହିବ: ବିଏମସି କମିଶନର

ରଣଜୀ ଟ୍ରଫି, ଓଡ଼ିଶାର ଇନିଂସ ବିଜୟ

ରାଜ୍ୟସଭାରେ ଆଗତ ହେଲା ନାଗରିକତା ବିଲ

banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ପାଣ୍ଡିଆନଙ୍କୁ ନୂଆ ଦାୟିତ୍ୱ

    Share on :
    ajab-Image
    Date: Jul 29, 2019    Views: 4042

    ଭୁବନେଶ୍ୱର:  ଆଇଏଏସ ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ମିଳିଲା ନୂଆ ନିଯୁକ୍ତି ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କୁ  ନୂଆ ଦାୟିତ୍ୱ ଦିଆଯାଇଛି ।  ମୁଖ୍ୟମନ୍ତ୍ରୀଙ୍କ ୫ଟି (ଫାଇଭ ଟି)ସଚିବଭାବେ ତାଙ୍କୁ ନିଯୁକ୍ତ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ସହ ସେ ୫ଟି ଦାୟିତ୍ୱରେ ରହିବେ । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । 

    Maximum 500 characters

    ଅଧିକ ମତାମତ

    Good

    Motilal Dehury

    Jul 29, 2019

    ଯୋଜନା ଓ ବିକାଶ View all

    Find Us on Facebook