Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଆତ୍ମରକ୍ଷା ପାଇଁ ବିଜେଡି ନାଗରିକତା ବିଲକୁ ସମର୍ଥନ କରିଛି: ନିରଞ୍ଜନ

ବାରବାଟୀରେ କ୍ରିକେଟ ଟିକଟ ପାଇଁ ପରିଚୟପତ୍ର ଜରୁରୀ: ଓସିଏ

ନାଗରିକତା ବିଲକୁ ବିଜେଡିର ସମର୍ଥନ

ନୂଆ ବର୍ଷକୁ କମିବ ପିଆଜ ଦର: ରଣେନ୍ଦ୍ର ସ୍ୱାଇଁ

ନାଗରିକ ସଂଶୋଧନ ବିଲ ଆଗତ ସପକ୍ଷରେ ୨୯୩ ଭୋଟ

୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ସରିବ ଖଣି ନିଲାମ: ଖଣିମନ୍ତ୍ରୀ

ଧରାପଡ଼ିଲେ ୪ ନକଲି ଶିକ୍ଷକ

ପିଆଜ ଦର ନିୟନ୍ତ୍ରଣ ପାଇଁ ବୈଠକ

ଦୁର୍ଘଟଣାରେ ୨ ଜଣ ଯୁବକଙ୍କ ମୃତ୍ୟୁ

ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ପୁରୀ ଗଣଦୁଷ୍କର୍ମ ଘଟଣାରେ ଆଉ ୨ ଗିରଫ, ମୋଟ ଗିରଫ ସଂଖ୍ୟା ହେଲା ୬

ଲୋକସଭାରେ ନାଗରିକ ସଂଶୋଧନ ବିଲ ଆଗତ କଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

କାଳିଆ ହିତାଧିକାରୀ ତାଲିକାରେ ପୂର୍ବତନ ବିଧାୟକଙ୍କ ବୋହୂ

ନିଖୋଜଙ୍କ ଗଳିତ ମୃତଦେହ ଠାବ

banner

ଅର୍ଥନୀତି

ମୁଖ୍ୟ ଖବର

    ପେଟ୍ରୋଲ ଓ ଡିଜେଲ ଦର କମିଲା

    Share on :
    ajab-Image
    Date: Jul 30, 2019    Views: 371

    ନୂଆଦିଲ୍ଲୀ : ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଯୋଗୁଁ  ଜାତୀୟ ରାଜଧାନୀ ସମେତ ଦେଶର କେତେକ ମହାନଗରରେ ମଙ୍ଗଳବାର ପେଟ୍ରୋଲ ଏବଂ ଡିଜେଲ ଦରରେ ହ୍ରାସ ଘଟିଛି। ଏହି କ୍ରମରେ ଜାତୀୟ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଦର ୧୩ ପଇସା ହ୍ରାସ ପାଇ ଲିଟର ପ୍ରତି ୭୨ ଟଙ୍କା ୮୬ ପଇସାରେ ପହଞ୍ଚିଛି। ସେହିପରି ଡିଜେଲ ଦର ୭ ପଇସା ହ୍ରାସ ପାଇ ଲିଟର ପ୍ରତି ୬୬ ଟଙ୍କାରେ ପହଞ୍ଚିଛି।

    କଳକାତାରେ ପେଟ୍ରୋଲ ଦର ୧୨ ପଇସା ହ୍ରାସ ପାଇ ଲିଟର ପିଛା ୭୫ ଟଙ୍କା ୫୦ ପଇସାରେ ପହଞ୍ଚିଛି ଓ ଡିଜେଲ ଦର ୩ ପଇସା ହ୍ରାସ ପାଇ ଲିଟର ପ୍ରତି ୬୮ ଟଙ୍କା ୧୯ ପଇସାରେ ପହଞ୍ଚିଛି। ଦେଶର ଆର୍ଥିକ ରାଜଧାନୀ ମୁମ୍ବଇରେ ପେଟ୍ରୋଲ ଦର ୧୩ ପଇସା ହ୍ରାସ ପାଇ ଲିଟର ପ୍ରତି ୭୮ ଟଙ୍କା ୪୮ ପଇସା ଏବଂ ଡିଜେଲ ଦର ୮ ପଇସା ହ୍ରାସ ପାଇ ଲିଟର ପିଛା ୬୯ ଟଙ୍କା ୧୭ ପଇସାରେ ପହଞ୍ଚିଛି। ଚେନ୍ନଇରେ ପେଟ୍ରୋଲ ଦର ୧୪ ପଇସା ହ୍ରାସ ପାଇ ଲିଟର ପିଛା ୭୫ ଟଙ୍କା ୬୬ ପଇସା ଏବଂ ଡିଜେଲ ଦର ୭ ପଇସା ହ୍ରାସ ପାଇ ୬୯ ଟଙ୍କା ୭୧ ପଇସାରେ ପହଞ୍ଚିଛି।

    Maximum 500 characters

    ଅର୍ଥନୀତି View all

    Find Us on Facebook