Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

ବାଇକ ଦୁର୍ଘଟଣାଗ୍ରସ୍ତ, ୨ ମୃତ

୭ ଲକ୍ଷ ଟଙ୍କାର ଧାନ ପାଉଁଶ

ବିଜେଡି ଓ ବିଜେପି ବିରୋଧରେ ବର୍ଷିଲେ ଶରତ

ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର

ଲିଙ୍ଗରାଜଙ୍କ ଚତୁଃପାଶ୍ୱର୍ରୁ ଉଚ୍ଛେଦ ଜାରି ରହିବ: ବିଏମସି କମିଶନର

ରଣଜୀ ଟ୍ରଫି, ଓଡ଼ିଶାର ଇନିଂସ ବିଜୟ

ରାଜ୍ୟସଭାରେ ଆଗତ ହେଲା ନାଗରିକତା ବିଲ

ଭଉଣୀ ଗାଳି ଦେଲା ବୋଲି ନିଜ ଦେହରେ ନିଅାଁ ଲଗାଇ ଦେଲା ନବମ ଶ୍ରେଣୀର ଛାତ୍ର

ଟଙ୍କା ପାଇଁ ହାଣିଲେ, ବାଇକ ଲୁଟିନେଲେ

ଉଠା ଦୋକାନୀଙ୍କ ତାଲିକା ମିଳିବା ପରେ ଥଇଥାନ ବ୍ୟବସ୍ଥା କରାଯିବ : ମନ୍ତ୍ରୀ

banner

ସ୍ୱାସ୍ଥ୍ୟବିଜ୍ଞାନ

ମୁଖ୍ୟ ଖବର

    ଫ୍ରିଜରେ କଟା ପିଆଜ ରଖୁଛନ୍ତି କି ! ସାବଧାନ

    Share on :
    ajab-Image
    Date: Jul 30, 2019    Views: 503

    ପିଆଜ ଖାଇବା ଦ୍ୱାରା ଆମର ବହୁ ଉପକାର ହୋଇଥାଏ। ପିଆଜକୁ ନିୟମିତ ତରକାରୀ ହେଉ ଅଥବା ବିଭିନ୍ନ ଖାଦ୍ୟ ସାମଗ୍ରୀରେ ବ୍ୟବହାର କରାଯାଇଥାଏ। ତରକାରୀ ଠାରୁ ଆରମ୍ଭ କରି ସାଲାଡ଼ ପର୍ୟ୍ୟନ୍ତ ପିଆଜ ସବୁଥିରେ ଆବଶ୍ୟକ ଅଟେ। କିନ୍ତୁ ବେଳେ ବେଳେ କଟା ପିଆଜ ଏବଂ ପିଆଜକୁ ବହୁ ଲୋକେ ଫ୍ରିଜରେ ରଖିଥାଆନ୍ତି। ମାତ୍ର ଏପରି ରଖିବା ଉଚିତ ନୁହେଁ। ପିଆଜକୁ ଫ୍ରିଜରେ ରଖିଲେ ଏହା ଆମ ପାଇଁ ଉପକାରୀ ହେବା ବଦଳରେ ଆମ ଶରୀରର କ୍ଷତି କରିଥାଏ।
    କଟା ପିଆଜକୁ ଖାଲିରେ ଅଥବା ଫ୍ରିଜରେ ରଖିଲେ ଏଥିରେ କ୍ଷତିକାରକ ବ୍ୟାକ୍ଟେରିଆର ବୃଦ୍ଧି ହୋଇଥାଏ। ସେହି ପିଆଜକୁ ଖାଇବା ଦ୍ୱାରା ଏହା ଆମ ସ୍ୱାସ୍ଥ୍ୟର କ୍ଷତି କରିଥାଏ। ଆମ ଶରୀରର ଶକ୍ତିକୁ ତଥା କାର୍ୟ୍ୟ କରିବାର କ୍ଷମତାକୁ ଏହା ହ୍ରାସ କରିଥାଏ। ଶରୀରରେ ବିଭିନ୍ନ ରୋଗ ମଧ୍ୟ ସୃଷ୍ଟି କରିଥାଏ।
    ଫ୍ରିଜରେ ଗୋଟା ପିଆଜକୁ ରଖିଲେ ଏହାର ଭିତର ଅଂଶ ଶୁଷ୍କ ହୋଇଯାଏ ଏବଂ ଏହାର ଭଲ ପୋଷକ ତତ୍ତ୍ୱ ନଷ୍ଟ ହୋଇଯାଏ। ଆମେ ଏହି ପିଆଜକୁ ଖାଇଲେ ଆମ ଶରୀରରେ ବିଭିନ୍ନ ରୋଗ ହୋଇଥାଏ। ଆଣ୍ଠୁଗଣ୍ଠି ଓ ହାଡ଼ ଜନିତ ବହୁ ସମସ୍ୟା ମଧ୍ୟ ହୋଇଥାଏ।

    Maximum 500 characters

    ସ୍ୱାସ୍ଥ୍ୟବିଜ୍ଞାନ View all

    Find Us on Facebook