Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ପିଏସଏଲଭି-ସି୪୮ ଉତକ୍ଷେପଣ

ଡିଏଭି ଆଞ୍ଚଳିକ ନିଦେ୍ର୍ଧଶକଙ୍କୁ ଓଏସସିପିସିଆରଙ୍କ ନୋଟିସ

କେନ୍ଦ୍ରାପଡ଼ା: ଝାମ୍ପିଦେଲେ ୪ ଲକ୍ଷ

ଶିକ୍ଷାଦାନ ଏକ ମହାନ ବୃତ୍ତି : ମୁଖ୍ୟମନ୍ତ୍ରୀ

ଆଜି ଠାରୁ ହିଁ ଭଙ୍ଗା ହେବ ବିଧାୟକ କ୍ୱାର୍ଟର୍ସ, ସ୍ପଷ୍ଟ କଲେ ବାଚସ୍ପତି

ମୋବାଇଲରେ ଗପି ଶିକ୍ଷକ ନିଲମ୍ବିତ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

ବାଇକ ଦୁର୍ଘଟଣାଗ୍ରସ୍ତ, ୨ ମୃତ

୭ ଲକ୍ଷ ଟଙ୍କାର ଧାନ ପାଉଁଶ

ବିଜେଡି ଓ ବିଜେପି ବିରୋଧରେ ବର୍ଷିଲେ ଶରତ

ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର

ଲିଙ୍ଗରାଜଙ୍କ ଚତୁଃପାଶ୍ୱର୍ରୁ ଉଚ୍ଛେଦ ଜାରି ରହିବ: ବିଏମସି କମିଶନର

ରଣଜୀ ଟ୍ରଫି, ଓଡ଼ିଶାର ଇନିଂସ ବିଜୟ

ରାଜ୍ୟସଭାରେ ଆଗତ ହେଲା ନାଗରିକତା ବିଲ

banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ୬ରେ ଛତିଶଗଡ଼-ଓଡ଼ିଶା ବୈଠକ

    Share on :
    ajab-Image
    Date: Aug 1, 2019    Views: 163

    ସମ୍ବଲପୁର: ଆସନ୍ତା ୬ ତାରିଖ ଦିନ ଅନ୍ତଃରାଜ୍ୟ ବନ୍ୟା ନିୟନ୍ତ୍ରଣ ପରିଚାଳନା ବୈଠକ ଅନୁଷ୍ଠିତ ହେବ । ଛତିଶଗଡରÿ ରାୟପୁରରେ ଏହି ବୈଠକ ଅନୁଷ୍ଠିତ ହେବ ବୋଲି ହୀରାକୁଦ ଡ୍ୟାମର ମୁଖ୍ୟଯନ୍ତ୍ରୀ ସୁନୀଲ ନାୟକ ସୂଚନା ଦେଇଛନ୍ତି ।  ଡ୍ୟାମର ଜଳ ପରିଚାଳନା ନେଇ ବୈଠକରେ ଆଲୋଚନା ହେବ ବୋଲି ସୂଚନା ମିଳିଛି । ବୈଠକରେ ଉଭୟ ରାଜ୍ୟର ଜଳ ସମ୍ପଦ ଅଧିକାରମାନେ ଯୋଗଦେବେ ।  ଏଥିସହ ହୀରାକୁଦ ଡ୍ୟାମର ଉଚ୍ଚପଦାଧିକାରୀଙ୍କ ସମେତ ମୁଖ୍ୟଯନ୍ତ୍ରୀ ମଧ୍ୟ ଯୋଗଦେବେ । ଉଭୟ ରାଜ୍ୟ ମଧ୍ୟରେ ତଥ୍ୟ ଆଦାନପ୍ରଦାନ ଓ ସମନ୍ୱୟ ନେଇ ବୈଠକରେ ଆଲୋଚନା କରାଯିବ ବୋଲି ହୀରାକୁଦ ଡ୍ୟାମର ମୁଖ୍ୟଯନ୍ତ୍ରୀ ସୁନୀଲ ନାୟକ ସୂଚନା ଦେଇଛନ୍ତି । 

    ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷା କାରଣରୁ ଧିରେ ଧିରେ ହୀରାକୁଦ ଡ୍ୟାମ ଜଳସ୍ତର ବୃଦ୍ଧି ପାଉଛି । ଏହାର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ଫୁଟ ରହିଛି । ଡ୍ୟାମର ଉପରମୁଣ୍ଡରେ ଆସନ୍ତା ଦିନରେ ବର୍ଷା ହେଲେ ଜଳସ୍ତର ବୃଦ୍ଧି ପାଇବ ଯାହା ବନ୍ୟା ପରିସ୍ଥିତି ସୃଷ୍ଟି କରିବା ଆଶଙ୍କା ରହିଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୬ରେ ଛତିଶଗଡ଼ ରାୟପୁରରେ ଅନ୍ତଃରାଜ୍ୟ ବନ୍ୟା ନିୟନ୍ତ୍ରଣ ପରିଚାଳନା ବୈଠକ ବସିବ । 

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook