Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଭଉଣୀ ଗାଳି ଦେଲା ବୋଲି ନିଜ ଦେହରେ ନିଅାଁ ଲଗାଇ ଦେଲା ନବମ ଶ୍ରେଣୀର ଛାତ୍ର

ଟଙ୍କା ପାଇଁ ହାଣିଲେ, ବାଇକ ଲୁଟିନେଲେ

ଉଠା ଦୋକାନୀଙ୍କ ତାଲିକା ମିଳିବା ପରେ ଥଇଥାନ ବ୍ୟବସ୍ଥା କରାଯିବ : ମନ୍ତ୍ରୀ

ବୋକୋରୋରେ ଦୁଇ ଯବାନ ସହିଦ, ଜଣେ ଆହତ

ଉତର ପୂର୍ବାଂଚଳରେ ୧୧ ଘଂଟିଆ ବନ୍ଦ ଡାକରା : ଦୋକାନ, କଲେଜ ସବୁ ବନ୍ଦ

ଗୁମ୍ଫା ଭିତରୁ ଯୁବକଙ୍କ ଶବ ଉଦ୍ଧାର

ଲିଙ୍ଗରାଜ ମନ୍ଦିର ସମ୍ମୁଖରେ ଉଚ୍ଛେଦକୁ ବିରୋଧ କଲେ ବ୍ୟବସାୟୀ ଓ ନେତା, ଦାବି : ‘ଆଗ ଥଇଥାନ, ପଛରେ ଉଚ୍ଛେଦ’

banner

ଆଂଚଳିକ

ମୁଖ୍ୟ ଖବର

    କୂଅରେ ଖସିପଡ଼ି ଅଟୋ ଚାଳକ ମୃତ

    Share on :
    ajab-Image
    Date: Aug 8, 2019    Views: 189

    ନୀଳଗିରି : ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅନ୍ତର୍ଗତ ସଜନାଗଡ଼ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। କୂଅରେ ଖସିପଡ଼ି ଜଣେ ଜଣେ ଅଟୋ ଚାଳକଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ସଜନାଗଡ଼ ଅଞ୍ଚଳର ଖାଳପାଳିଆଙ୍କ ପୁଅ ପ୍ରଭାସିଆ (୨୩) ନିଜ ଘର ବାଡ଼ିରେ ତିଆରି ଚାନ୍ଦିନୀନଥିବା କୂଅ ଦେଇ ଯାଉଥିବା ସମୟରେ ଅସାବଧାନତା ଯୋଗୁଁ କୂଅରେ ଖସି ପଡ଼ିଥିଲେ। ଘଟଣାସ୍ଥଳରେ ନୀଳଗିରି ଦମକଳ ବାହିନୀ ପହଞ୍ଚି ତାଙ୍କ ମୃତଦେହକୁ ଉଦ୍ଧାର କରିଛି।

    Maximum 500 characters

    ଆଂଚଳିକ View all

    Find Us on Facebook