Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ପିଏସଏଲଭି-ସି୪୮ ଉତକ୍ଷେପଣ

ଡିଏଭି ଆଞ୍ଚଳିକ ନିଦେ୍ର୍ଧଶକଙ୍କୁ ଓଏସସିପିସିଆରଙ୍କ ନୋଟିସ

କେନ୍ଦ୍ରାପଡ଼ା: ଝାମ୍ପିଦେଲେ ୪ ଲକ୍ଷ

ଶିକ୍ଷାଦାନ ଏକ ମହାନ ବୃତ୍ତି : ମୁଖ୍ୟମନ୍ତ୍ରୀ

ଆଜି ଠାରୁ ହିଁ ଭଙ୍ଗା ହେବ ବିଧାୟକ କ୍ୱାର୍ଟର୍ସ, ସ୍ପଷ୍ଟ କଲେ ବାଚସ୍ପତି

ମୋବାଇଲରେ ଗପି ଶିକ୍ଷକ ନିଲମ୍ବିତ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

ବାଇକ ଦୁର୍ଘଟଣାଗ୍ରସ୍ତ, ୨ ମୃତ

୭ ଲକ୍ଷ ଟଙ୍କାର ଧାନ ପାଉଁଶ

ବିଜେଡି ଓ ବିଜେପି ବିରୋଧରେ ବର୍ଷିଲେ ଶରତ

ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର

ଲିଙ୍ଗରାଜଙ୍କ ଚତୁଃପାଶ୍ୱର୍ରୁ ଉଚ୍ଛେଦ ଜାରି ରହିବ: ବିଏମସି କମିଶନର

ରଣଜୀ ଟ୍ରଫି, ଓଡ଼ିଶାର ଇନିଂସ ବିଜୟ

ରାଜ୍ୟସଭାରେ ଆଗତ ହେଲା ନାଗରିକତା ବିଲ

banner

ଆଂଚଳିକ

ମୁଖ୍ୟ ଖବର

    ଦୁର୍ଘଟଣାରେ ୨ ମୃତ

    Share on :
    ajab-Image
    Date: Aug 10, 2019    Views: 185

    ସୁନ୍ଦରଗଡ଼: ଗଛରେ ବାଇକ ପିଟି ହୋଇ ୨ ଜଣଙ୍କ ମୃତୁ୍ୟ ହେବା ଭଳି ଏକ ଦୁଃଖଦ ଘଟଣା  ଘଟିଛି ।  ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଟାଙ୍ଗରଡିହି ରାସ୍ତାରେ ଏହି ଦୁର୍ଘଟଣା ଘଟିଛି । ୨ ଜଣ ଏକ ବାଇକରେ ଯାଉଥିବାବେଳେ କୌଣସି କାରଣରୁ ବାଇକଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା । ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତୁ୍ୟ ହୋଇଛି । 

    Maximum 500 characters

    ଆଂଚଳିକ View all

    Find Us on Facebook