Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ପିଏସଏଲଭି-ସି୪୮ ଉତକ୍ଷେପଣ

ଡିଏଭି ଆଞ୍ଚଳିକ ନିଦେ୍ର୍ଧଶକଙ୍କୁ ଓଏସସିପିସିଆରଙ୍କ ନୋଟିସ

କେନ୍ଦ୍ରାପଡ଼ା: ଝାମ୍ପିଦେଲେ ୪ ଲକ୍ଷ

ଶିକ୍ଷାଦାନ ଏକ ମହାନ ବୃତ୍ତି : ମୁଖ୍ୟମନ୍ତ୍ରୀ

ଆଜି ଠାରୁ ହିଁ ଭଙ୍ଗା ହେବ ବିଧାୟକ କ୍ୱାର୍ଟର୍ସ, ସ୍ପଷ୍ଟ କଲେ ବାଚସ୍ପତି

ମୋବାଇଲରେ ଗପି ଶିକ୍ଷକ ନିଲମ୍ବିତ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

ବାଇକ ଦୁର୍ଘଟଣାଗ୍ରସ୍ତ, ୨ ମୃତ

୭ ଲକ୍ଷ ଟଙ୍କାର ଧାନ ପାଉଁଶ

ବିଜେଡି ଓ ବିଜେପି ବିରୋଧରେ ବର୍ଷିଲେ ଶରତ

ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର

ଲିଙ୍ଗରାଜଙ୍କ ଚତୁଃପାଶ୍ୱର୍ରୁ ଉଚ୍ଛେଦ ଜାରି ରହିବ: ବିଏମସି କମିଶନର

ରଣଜୀ ଟ୍ରଫି, ଓଡ଼ିଶାର ଇନିଂସ ବିଜୟ

ରାଜ୍ୟସଭାରେ ଆଗତ ହେଲା ନାଗରିକତା ବିଲ

banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଧଶ: ସବୁଜ ପତ୍ରିକାଧାରୀଙ୍କୁ ଚିହ୍ନଟ କର

    Share on :
    ajab-Image
    Date: Aug 10, 2019    Views: 161

    ଭୁବନେଶ୍ୱର : ରାଜ୍ୟରେ ମୋଟ କେତେ ସବୁଜ ପତି୍ରକାଧାରୀ ଅଛନ୍ତି ତାହା ଗଣନା କରାଯିବ । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିଦେ୍ର୍ଧଶ ଦେଇଛନ୍ତି । ନିର୍ବାଚନ ପୂର୍ବରୁ ସବୁଜ ପତି୍ରକାଧାରୀ ସଂଘ ବିଭିନ୍ନ ଦାବି ନେଇ ନବୀନଙ୍କୁ ଭେଟିଥିଲେ । ପୂର୍ବରୁ ମିଳୁଥିବା ବିଭିନ୍ନ ସରକାରୀ ସୁବିଧାରୁ ବଞ୍ଚିତ ହେବା ନେଇ ଅଭିଯୋଗ କରିଥିଲେ । ଏହା ସହ ବିଭିନ୍ନ ସୁବିଧା ପ୍ରଦାନ କରିବା ପାଇଁ ଦାବି ଜଣାଇବା ସହ ଆଲୋଚନା କରିଥିଲେ । ନିର୍ବାଚନ ପରେ ସେମାନଙ୍କ ଦାବି ଅନୁଧ୍ୟାନ କରିବାକୁ ନବୀନ ପ୍ରତିଶ୍ରୁତି ଦେଇଥିଲେ । ଖୁବଶୀଘ୍ର ଅନୁଧ୍ୟାନ କରି ସବୁଜ ପତ୍ରିକାଧାରୀ ଗଣନା ପାଇଁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇଛନ୍ତି ।

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook