Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ପିଏସଏଲଭି-ସି୪୮ ଉତକ୍ଷେପଣ

ଡିଏଭି ଆଞ୍ଚଳିକ ନିଦେ୍ର୍ଧଶକଙ୍କୁ ଓଏସସିପିସିଆରଙ୍କ ନୋଟିସ

କେନ୍ଦ୍ରାପଡ଼ା: ଝାମ୍ପିଦେଲେ ୪ ଲକ୍ଷ

ଶିକ୍ଷାଦାନ ଏକ ମହାନ ବୃତ୍ତି : ମୁଖ୍ୟମନ୍ତ୍ରୀ

ଆଜି ଠାରୁ ହିଁ ଭଙ୍ଗା ହେବ ବିଧାୟକ କ୍ୱାର୍ଟର୍ସ, ସ୍ପଷ୍ଟ କଲେ ବାଚସ୍ପତି

ମୋବାଇଲରେ ଗପି ଶିକ୍ଷକ ନିଲମ୍ବିତ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

ବାଇକ ଦୁର୍ଘଟଣାଗ୍ରସ୍ତ, ୨ ମୃତ

୭ ଲକ୍ଷ ଟଙ୍କାର ଧାନ ପାଉଁଶ

ବିଜେଡି ଓ ବିଜେପି ବିରୋଧରେ ବର୍ଷିଲେ ଶରତ

ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର

ଲିଙ୍ଗରାଜଙ୍କ ଚତୁଃପାଶ୍ୱର୍ରୁ ଉଚ୍ଛେଦ ଜାରି ରହିବ: ବିଏମସି କମିଶନର

ରଣଜୀ ଟ୍ରଫି, ଓଡ଼ିଶାର ଇନିଂସ ବିଜୟ

ରାଜ୍ୟସଭାରେ ଆଗତ ହେଲା ନାଗରିକତା ବିଲ

banner

ରାଜନୀତି

ମୁଖ୍ୟ ଖବର

    ବିଧାନସଭା ନିର୍ବାଚନ ପାଇଁ ବିଜେପି ନିଯୁକ୍ତ କଲା ପ୍ରଭାରୀ

    Share on :
    ajab-Image
    Date: Aug 10, 2019    Views: 181


    ନୂଆଦିଲ୍ଲୀ : ବିଭିନ୍ନ ରାଜ୍ୟରେ ଆଗକୁ ହେବାକୁ ଥିବା ବିଧାନସଭା ନିର୍ବାଚନ ନିମନ୍ତେ ବିଜେପି ଏହାର ରାଜ୍ୟ ନିର୍ବାଚନ ପ୍ରଭାରୀମାନଙ୍କ ନାମ ଘୋଷଣା କରିଛି । କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାୱଦେକର ଏବଂ ନରେନ୍ଦ୍ର ତୋମାରଙ୍କୁ ଯଥାକ୍ରମେ ଦିଲ୍ଲୀ ଏବଂ ହରିୟାଣାରେ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି । ବରିଷ୍ଠ ବିପେି ନେତା ଓପି ମଥୁରଙ୍କୁ ଝାଡ଼ଖଣ୍ଡର ପ୍ରଭାରୀ ନିଯୁକ୍ତି କରାଯାଇଥିବା ବେଳେ ଭୂପେନ୍ଦର ଯାଦବଙ୍କୁ ମହାରାଷ୍ଟ୍ରର ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ, ଚଳିତ ବର୍ଷ ହରିଆଣା, ମହାରାଷ୍ଟ ଓ ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଦିଲ୍ଲୀରେ ଆଗାମୀ ବର୍ଷ ବିଧାନସଭା ନିର୍ବାଚନ ହେବ । ବର୍ତ୍ତମାନ ସୁଦ୍ଧା ଏସବୁ ରାଜ୍ୟ ପାଇଁ ନିର୍ବାଚନ ତାରଖି ଘୋଷଣା କରାଯାଇନାହିଁ ।

    Maximum 500 characters

    ରାଜନୀତି View all

    Find Us on Facebook