Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଆତ୍ମରକ୍ଷା ପାଇଁ ବିଜେଡି ନାଗରିକତା ବିଲକୁ ସମର୍ଥନ କରିଛି: ନିରଞ୍ଜନ

ବାରବାଟୀରେ କ୍ରିକେଟ ଟିକଟ ପାଇଁ ପରିଚୟପତ୍ର ଜରୁରୀ: ଓସିଏ

ନାଗରିକତା ବିଲକୁ ବିଜେଡିର ସମର୍ଥନ

ନୂଆ ବର୍ଷକୁ କମିବ ପିଆଜ ଦର: ରଣେନ୍ଦ୍ର ସ୍ୱାଇଁ

ନାଗରିକ ସଂଶୋଧନ ବିଲ ଆଗତ ସପକ୍ଷରେ ୨୯୩ ଭୋଟ

୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ସରିବ ଖଣି ନିଲାମ: ଖଣିମନ୍ତ୍ରୀ

ଧରାପଡ଼ିଲେ ୪ ନକଲି ଶିକ୍ଷକ

ପିଆଜ ଦର ନିୟନ୍ତ୍ରଣ ପାଇଁ ବୈଠକ

ଦୁର୍ଘଟଣାରେ ୨ ଜଣ ଯୁବକଙ୍କ ମୃତ୍ୟୁ

ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ପୁରୀ ଗଣଦୁଷ୍କର୍ମ ଘଟଣାରେ ଆଉ ୨ ଗିରଫ, ମୋଟ ଗିରଫ ସଂଖ୍ୟା ହେଲା ୬

ଲୋକସଭାରେ ନାଗରିକ ସଂଶୋଧନ ବିଲ ଆଗତ କଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

କାଳିଆ ହିତାଧିକାରୀ ତାଲିକାରେ ପୂର୍ବତନ ବିଧାୟକଙ୍କ ବୋହୂ

ନିଖୋଜଙ୍କ ଗଳିତ ମୃତଦେହ ଠାବ

banner

ଆଂଚଳିକ

ମୁଖ୍ୟ ଖବର

    ବସ ଧକ୍କାରେ ଜଣେ ମୃତ

    Share on :
    ajab-Image
    Date: Aug 11, 2019    Views: 271

    ମୟୂରଭଞ୍ଜ: ମୟୂରଭଞ୍ଜ ଜିଲାର ବାରିପଦାର ବେତନଟୀ ଥାନା ୧୮ ନମ୍ବର ଜାତୀୟ ରାଜପଥରେ ରବିବାର ବସ୍‍ ଧକ୍କାରେ ଜଣେ ପଥଚାରୀଙ୍କ ମୃତ୍ୟୁ ହୋଇଛି। ଫଳରେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ୧୮ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଦୁର୍ଘଟଣା ଘଟାଇଥିବା ବସଟି ଭୁବନେଶ୍ୱରୁ ବାରିପଦା ଅଭିମୁଖେ ଯାଉଥିଲା ବୋଲି ସୂଚନା ମିଳିଛି।

    Maximum 500 characters

    ଆଂଚଳିକ View all

    Find Us on Facebook