Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ପିଏସଏଲଭି-ସି୪୮ ଉତକ୍ଷେପଣ

ଡିଏଭି ଆଞ୍ଚଳିକ ନିଦେ୍ର୍ଧଶକଙ୍କୁ ଓଏସସିପିସିଆରଙ୍କ ନୋଟିସ

କେନ୍ଦ୍ରାପଡ଼ା: ଝାମ୍ପିଦେଲେ ୪ ଲକ୍ଷ

ଶିକ୍ଷାଦାନ ଏକ ମହାନ ବୃତ୍ତି : ମୁଖ୍ୟମନ୍ତ୍ରୀ

ଆଜି ଠାରୁ ହିଁ ଭଙ୍ଗା ହେବ ବିଧାୟକ କ୍ୱାର୍ଟର୍ସ, ସ୍ପଷ୍ଟ କଲେ ବାଚସ୍ପତି

ମୋବାଇଲରେ ଗପି ଶିକ୍ଷକ ନିଲମ୍ବିତ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

ବାଇକ ଦୁର୍ଘଟଣାଗ୍ରସ୍ତ, ୨ ମୃତ

୭ ଲକ୍ଷ ଟଙ୍କାର ଧାନ ପାଉଁଶ

ବିଜେଡି ଓ ବିଜେପି ବିରୋଧରେ ବର୍ଷିଲେ ଶରତ

ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର

ଲିଙ୍ଗରାଜଙ୍କ ଚତୁଃପାଶ୍ୱର୍ରୁ ଉଚ୍ଛେଦ ଜାରି ରହିବ: ବିଏମସି କମିଶନର

ରଣଜୀ ଟ୍ରଫି, ଓଡ଼ିଶାର ଇନିଂସ ବିଜୟ

ରାଜ୍ୟସଭାରେ ଆଗତ ହେଲା ନାଗରିକତା ବିଲ

banner

ରାଜ୍ୟ ଖବର

ମୁଖ୍ୟ ଖବର

    ୫ ପୁଲିସ କର୍ମଚାରୀ ନିଲମ୍ବିତ

    Share on :
    ajab-Image
    Date: Aug 11, 2019    Views: 235

    ନୟାଗଡ଼: ନୟାଗଡ଼  ପୁଲିସକୁ ଚକମା ଦେଇ ବିଚାରାଧୀନ କଏଦୀ ଫେରାର ହୋଇଯିବା ମାମଲାରେ ଏସ୍‌ପି  କାର୍ଯ୍ୟାନୁଷ୍ଠାନ  ଗ୍ରହଣ କରାଯାଇଛି । କର୍ତ୍ତବ୍ୟରେ ଅବହେଳା ଯୋଗୁଁ  ଅବହେଳା ଯୋଗୁଁ  ହାବିଲଦାରଙ୍କ ସମେତ ୫  ପୁଲିସ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି ।
    ଏଠାରେ ଉଲ୍ଲେଖ ଯୋଗ୍ୟ, ଗତ ୯ ତାରିଖରେ ଖଣ୍ଡପଡ଼ା ଉପକାରାଗାରାରୁ ଫତେଗଡ଼ ଅଞ୍ଚଳର ତପନ ରାଉତ ଫେରାର ହୋଇଯାଇଥିଲା । ସେ ଏକ ନାବାଳିକା ଦୁଷ୍କର୍ମ ମାମଲାରେ ଗିରଫ ହୋଇଥିଲା । ନୟାଗଡ଼ ଭାପୁର କୋର୍ଟକୁ ହାଜର କରିବାକୁ ନେବାବେଳେ କୋର୍ଟ ସମ୍ମୁଖରୁ ଅଭିଯୁକ୍ତ ଫେରାର ହୋଇଯାଇଥିଲା । 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook