Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଆତ୍ମରକ୍ଷା ପାଇଁ ବିଜେଡି ନାଗରିକତା ବିଲକୁ ସମର୍ଥନ କରିଛି: ନିରଞ୍ଜନ

ବାରବାଟୀରେ କ୍ରିକେଟ ଟିକଟ ପାଇଁ ପରିଚୟପତ୍ର ଜରୁରୀ: ଓସିଏ

ନାଗରିକତା ବିଲକୁ ବିଜେଡିର ସମର୍ଥନ

ନୂଆ ବର୍ଷକୁ କମିବ ପିଆଜ ଦର: ରଣେନ୍ଦ୍ର ସ୍ୱାଇଁ

ନାଗରିକ ସଂଶୋଧନ ବିଲ ଆଗତ ସପକ୍ଷରେ ୨୯୩ ଭୋଟ

୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ସରିବ ଖଣି ନିଲାମ: ଖଣିମନ୍ତ୍ରୀ

ଧରାପଡ଼ିଲେ ୪ ନକଲି ଶିକ୍ଷକ

ପିଆଜ ଦର ନିୟନ୍ତ୍ରଣ ପାଇଁ ବୈଠକ

ଦୁର୍ଘଟଣାରେ ୨ ଜଣ ଯୁବକଙ୍କ ମୃତ୍ୟୁ

ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ପୁରୀ ଗଣଦୁଷ୍କର୍ମ ଘଟଣାରେ ଆଉ ୨ ଗିରଫ, ମୋଟ ଗିରଫ ସଂଖ୍ୟା ହେଲା ୬

ଲୋକସଭାରେ ନାଗରିକ ସଂଶୋଧନ ବିଲ ଆଗତ କଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

କାଳିଆ ହିତାଧିକାରୀ ତାଲିକାରେ ପୂର୍ବତନ ବିଧାୟକଙ୍କ ବୋହୂ

ନିଖୋଜଙ୍କ ଗଳିତ ମୃତଦେହ ଠାବ

banner

ଆଂଚଳିକ

ମୁଖ୍ୟ ଖବର

    ଆମ୍ୱୁଲାନ୍ସ ଓଲଟି ୩ ଗୁରୁତର

    Share on :
    ajab-Image
    Date: Aug 12, 2019    Views: 169

    ଭଦ୍ରକ :  ଭଦ୍ରକ ଜିଲ୍ଲା ୧୬ନଂ ଜାତୀୟ ରାଜପଥ ଭଣ୍ଡାରି ପୋଖରୀ ନିକଟରେ ସୋମବାର ସକାଳେ ଏକ ଆମ୍ୱୁଲାନ୍ସ  ଭାରସାମ୍ୟ ହରାଇ  ଓଲଟିଛି ପଡିଛି । ଫଳରେ ୩ଜଣ ଗରୁତର ଆହତ ହୋଇଛନ୍ତି ।  ଗୁରୁତର ମାନଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି  । ସୂଚନା ଆନୁଯାଇ ଭଣ୍ଡାରୀ ପଖରୀ ଛକ ନିକଟରୋ ଆମ୍ୱୁଲାନ୍ସଟି ମୃତ ଦେହ ନେଇ କଟକରୁ ଧାମନଗର ଯାଉଥିଲା , ସେଥିରେ ମୃତକଙ୍କ ସ୍ତ୍ରୀ, ପୁଅ ଓ ଝିଅ ଥିଲେ ।

    Maximum 500 characters

    ଆଂଚଳିକ View all

    Find Us on Facebook