Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଶିକ୍ଷାଦାନ ଏକ ମହାନ ବୃତ୍ତି : ମୁଖ୍ୟମନ୍ତ୍ରୀ

ଆଜି ଠାରୁ ହିଁ ଭଙ୍ଗା ହେବ ବିଧାୟକ କ୍ୱାର୍ଟର୍ସ, ସ୍ପଷ୍ଟ କଲେ ବାଚସ୍ପତି

ମୋବାଇଲରେ ଗପି ଶିକ୍ଷକ ନିଲମ୍ବିତ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

ବାଇକ ଦୁର୍ଘଟଣାଗ୍ରସ୍ତ, ୨ ମୃତ

୭ ଲକ୍ଷ ଟଙ୍କାର ଧାନ ପାଉଁଶ

ବିଜେଡି ଓ ବିଜେପି ବିରୋଧରେ ବର୍ଷିଲେ ଶରତ

ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର

ଲିଙ୍ଗରାଜଙ୍କ ଚତୁଃପାଶ୍ୱର୍ରୁ ଉଚ୍ଛେଦ ଜାରି ରହିବ: ବିଏମସି କମିଶନର

ରଣଜୀ ଟ୍ରଫି, ଓଡ଼ିଶାର ଇନିଂସ ବିଜୟ

ରାଜ୍ୟସଭାରେ ଆଗତ ହେଲା ନାଗରିକତା ବିଲ

banner

ରାଜ୍ୟ ଖବର

ମୁଖ୍ୟ ଖବର

    ଆହୁରି ୨୪ଘଣ୍ଟା କାଚିବ

    Share on :
    ajab-Image
    Date: Aug 13, 2019    Views: 167

    ଭୁବନେଶ୍ୱର:  ଲଘୁଚାପ  ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି ।  ତେବେ ଏହି ବର୍ଷା ଆହୁରି ୨୪ ଘଣ୍ଟା ଧରି କାଚିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।  ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ  ୨୪ ଘଣ୍ଟା ଧରି ବର୍ଷା ଲାଗିରହିବ ।  ଦକ୍ଷିଣ ଓଡ଼ିଶା ସମେତ ବହୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ କାଲି ଠାରୁ ବର୍ଷାର ପରିମାଣ କମିପାରେ ବୋଲି ଆଶଙ୍କା କରାଯାଇଛି । 

    ଅନ୍ୟପକ୍ଷରେ ଆଜି ବୌଦ୍ଧ, ସୋନପୁର, ନବରଙ୍ଗପୁର, ମାଲକାନଗିରି, କେନ୍ଦୁଝର, ଯାଜପୁର, ଅନୁଗୁଳ, ଢେଙ୍କାନାଳ ଓ ଖୋର୍ଦ୍ଧାରେ ପ୍ରବଳ ବର୍ଷା ସମ୍ଭାବନା ଥିବା  ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ  ସୂଚନା ଦିଆଯାଇଛି । 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook