Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ପିଏସଏଲଭି-ସି୪୮ ଉତକ୍ଷେପଣ

ଡିଏଭି ଆଞ୍ଚଳିକ ନିଦେ୍ର୍ଧଶକଙ୍କୁ ଓଏସସିପିସିଆରଙ୍କ ନୋଟିସ

କେନ୍ଦ୍ରାପଡ଼ା: ଝାମ୍ପିଦେଲେ ୪ ଲକ୍ଷ

ଶିକ୍ଷାଦାନ ଏକ ମହାନ ବୃତ୍ତି : ମୁଖ୍ୟମନ୍ତ୍ରୀ

ଆଜି ଠାରୁ ହିଁ ଭଙ୍ଗା ହେବ ବିଧାୟକ କ୍ୱାର୍ଟର୍ସ, ସ୍ପଷ୍ଟ କଲେ ବାଚସ୍ପତି

ମୋବାଇଲରେ ଗପି ଶିକ୍ଷକ ନିଲମ୍ବିତ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

ବାଇକ ଦୁର୍ଘଟଣାଗ୍ରସ୍ତ, ୨ ମୃତ

୭ ଲକ୍ଷ ଟଙ୍କାର ଧାନ ପାଉଁଶ

ବିଜେଡି ଓ ବିଜେପି ବିରୋଧରେ ବର୍ଷିଲେ ଶରତ

ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର

ଲିଙ୍ଗରାଜଙ୍କ ଚତୁଃପାଶ୍ୱର୍ରୁ ଉଚ୍ଛେଦ ଜାରି ରହିବ: ବିଏମସି କମିଶନର

ରଣଜୀ ଟ୍ରଫି, ଓଡ଼ିଶାର ଇନିଂସ ବିଜୟ

ରାଜ୍ୟସଭାରେ ଆଗତ ହେଲା ନାଗରିକତା ବିଲ

banner

ଦେଶ ବିଦେଶ

ମୁଖ୍ୟ ଖବର

    କର୍ଣ୍ଣାଟକ : ୧୯ ଦିନ ପରେ ବି କେହି ମନ୍ତ୍ରୀ ନାହାନ୍ତି

    Share on :
    ajab-Image
    Date: Aug 14, 2019    Views: 97

    ବେଙ୍ଗାଲୁରୁ : କର୍ଣ୍ଣାଟକରେ ବିଏସ ୟେଦୁରପ୍ପାଙ୍କ ଦ୍ୱାରା ବିଜେପି ସରକାର ଗଠନ ହେବାର ୧୯ ଦିନ ବିତି ଯାଇଥିଲେ ବି ଏଯାବତ୍ ମନ୍ତ୍ରିମଣ୍ଡଳ ଗଠନ ହୋଇପାରିନାହିଁ । ରାଜ୍ୟରେ ମନ୍ତ୍ରିମଣ୍ଡଳର ଅନୁପସ୍ଥିତି ନେଇ କର୍ଣ୍ଣାଟକ ରାଜ୍ୟପାଳ ବଜୁଭାଇ ବାଲା ନିରବ ଥିବାରୁ କଂଗ୍ରେସ ଏନେଇ ପ୍ରଶ୍ନ ଉଠାଇଛି । ରାଜ୍ୟପାଳ ଉକ୍ତ ମାମଲାରେ ହସ୍ତକ୍ଷେପ କରିବାକୁ କଂଗ୍ରେସ ଦାବି କରିଛି  । ଅପରପକ୍ଷରେ ଆସନ୍ତା ୧୬ ତାରିଖରେ କ୍ୟାବିନେଟ୍ ସମ୍ପ୍ରସାରଣ ହେବ ବୋଲି ୟେଦୁରପ୍ପା କହିଛନ୍ତି ।

    Maximum 500 characters

    ଦେଶ ବିଦେଶ View all

    Find Us on Facebook